Browsing category

ରାଜନୀତି

ପୁଣି ଫେରିବ ଲକ୍‌ଡାଉନ୍, ମିଳିଲା ଇଶାରା

୧. ଉତ୍କଳ ବିଶ୍ୱ ବିଦ୍ୟାଳୟରେ ଆଇନ୍‌ ଛାତ୍ରଙ୍କୁ ଅତର୍କିତ ଆକ୍ରମଣ । ୨. ୫୦% ରହିବ ପଞ୍ଚାୟତ ଓ ପୌର ନିର୍ବାଚନରେ ସଂରକ୍ଷଣ ସୀମା । ୩. ଆତଙ୍କୀ ସଂଗଠନର ଟପ୍‌ ଲିଡର୍‌ ଶେରୁ ଭାରତରେ ନେଇଥିଲେ ସେନା ପ୍ରଶିକ୍ଷଣ । ୪. ବର୍ଷୀୟାନ ଅଭିନେତ୍ରୀ ସାଇରା ବାନୁଙ୍କୁ ବୁଧବାର ମୁମ୍ବାଇସ୍ଥିତ ହିନ୍ଦୁଜା ହସ୍ପିଟାଲର ଆଇସିୟୁ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଇଛି। ୫. ଓଭାଲରେ ଚତୁର୍ଥ ଟେଷ୍ଟ; ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଭାରତ । ୬. କେରଳ:ପୁଣି ଫେରିବ ଲକ୍‌ଡାଉନ୍, […]

ସାର ପାଇଁ ରାସ୍ତାକୁ ଓହ୍ଲାଇଲା ବିଜେଡି

ଭୁବନେଶ୍ବର,୧/୯(ଏସଏସନିୟୁଜ) : ବିଧାୟକ ଭୁବନେଶ୍ଵର (ଉତ୍ତର) ତଥା ଭୁବନେଶ୍ଵର ଜିଲ୍ଲା ସଭାପତି ଶ୍ରୀଯୁକ୍ତ ସୁଶାନ୍ତ ରାଉତଙ୍କ ନେତୃତ୍ୱରେ ଆଜି କେନ୍ଦ୍ର ସରକାରଙ୍କ ଓଡ଼ିଶାର ଚାଷୀ ମାନଙ୍କ ପ୍ରତି ଅବହେଳା ପ୍ରତିବାଦ ଏବଂ ଆମ ରାଜ୍ୟକୁ ଚଳିତ ଖରିଫ ଫସଲ ପାଇଁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଚାଷୀମାନଙ୍କୁ ଆବଶ୍ୟକ ମୁତାବକ ରାସାୟନିକ ସାର ଯଥା ୟୁରିଆ, ଡି. ଏ. ପି ଓ ଏମ. ଓ. ପି ସାର ଯୋଗାଣ କରାଯାଇନଥିବା ବିରୋଧରେ ଆଜି ବିଜୁ କୃଷକ ଜନତା […]

ତାଗିଦ୍‌-ଆକ୍ରମଣ କରିବାକୁ ଚିନ୍ତା କଲେ ସ୍ଥିତି ଭୟଙ୍କର…

୧. ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ସଂପର୍କରେ ସମୀକ୍ଷା କରି ଏହାର ମୁକାବିଲା କରିବାକୁ ନିର୍ଦ୍ଦେଶ ଦେବା ସହିତ ଚାଷୀ ମାନଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା (Contingency Crop Plan) କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ୨. ପୁରୀ ବିଏନଆର ହୋଟେଲରେ ଥିବା ଶତାବ୍ଦୀ ପୁରୁଣା ହେରିଟେଜ ଷ୍ଟିମ ଲୋକୋମୋଟିଭର ସୌନ୍ଦର୍ଯ୍ୟକରଣ । ୩. ଭୁବନେଶ୍ୱରରେ ଭାରତୀୟ ରେଳବାଇ ମହିଳା କବାଡି ଟିମ୍ ପାଇଁ […]

ସମୁଦ୍ରରେ ଲୀନ ହେବ ଶେଷ ସନ୍ତକ

୧. ସେପ୍ଟେମ୍ବର ୧ରୁ ଖୋଲିବ ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି ଉଦ୍ୟାନ । ୨. ସମୁଦ୍ରରେ ଲୀନ ହେବାକୁ ବସିଲାଣି ସାତଭାୟାର ଶେଷ ସନ୍ତକ, ଗଭୀର ସମୁଦ୍ର ଆଁରେ ଐତିହ୍ୟ । ୩. କାବୁଲ ବିମାନବନ୍ଦରରେ ଆଇଏସ୍‌-ଖୋରାସାନ୍‌ର ବିସ୍ଫୋରଣ ଉଦ୍ୟମ ପଣ୍ଡ କରିବାକୁ ଯାଇ ରବିବାର ଆମେରିକା କରିଥିବା ଡ୍ରୋନ୍‌ ଷ୍ଟ୍ରାଇକ୍‌ରେ ୧୦ ଆଫ୍‌ଗାନ୍‌ଙ୍କ ମୃତ୍ୟୁ ଘଟିଛି । ୪. ଅମିତାଭ ବଚ୍ଚନଙ୍କ ସହ ‘କୌନ ବନେଗା କରୋଡପତି’ ଖେଳିବା ଦେଶବନ୍ଧୁଙ୍କୁ ପଡିଲା ମହଙ୍ଗା, ଅଟକିଲା ୩ […]

କେରଳରେ ପୁଣି ବଢିଲା ଲକଡାଉନ

୧-ନବୋଦୟ ବିଦ୍ୟାଳୟ ସମିତିର ବଡ ନିଷ୍ପତ୍ତି, ୯ମରୁ ୧୨ଶ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବା ନେଇ ଘୋଷଣା । ୨-ପୁଣି ଥରିଲା କାବୁଲ । ସତ ହେଲା ଆମେରିକାର ଆକଳନ, କାବୁଲ ବିମାନ ବନ୍ଦର ନିକଟରେ ବିସ୍ଫୋରଣ । ୩-କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର ଗୋଟିଏ ଗୋଡରେ ସ୍କିପିଂ କରି ଦେଖାଇଲେ ନିଜ ଫିଟନେସ୍, ଭାଇରାଲ ହେଉଛି ଭିଡିଓ ୪-ସେପ୍ଟେମ୍ବର ୨୫ରେ ଭାରତ ବନ୍ଦ: ଆନ୍ଦୋଳନକୁ ୧୦ମାସ ପୂର୍ତ୍ତି ଅବସରରେ ଡାକରା ଦେଲା ସଂଯୁକ୍ତ କିଷାନ ମୋର୍ଚ୍ଚା । […]

ଦଶମ ପାସ୍ କଲେ ବିଧାୟକ

୧-ପ୍ରକାଶ ପାଇଲା ଅଫଲାଇନ୍ ମାଟ୍ରିକ୍ ରେଜଲ୍ଟ, ୨୭୧ ଜଣଙ୍କର ବଢିଥିବା ବେଳେ ୪୫୯ ଜଣଙ୍କର କମିଛି ମାର୍କ।୮୦.୮୩ ପ୍ରତିଶତ ଛାତ୍ରଛାତ୍ରୀ ପାସ୍। ୨-ମାନ୍ୟୁଫାକ୍‌ଚର ଓ ଏକ୍ସପାଏରୀ ଡେଟ୍ ନଥିବା କାରଣରୁ ବିଭିନ୍ନ ଦୋକାନରେ ଫୁଡ୍ ସେଫ୍ଟି ଅଧିକାରୀଙ୍କ ଚଢାଉ। ୩-ବିଶିଷ୍ଟ କଥାଶିଳ୍ପୀ ତଥା ସାହିତ୍ୟିକା ଯଶୋଧାରା ମିଶ୍ର ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ୪-କଟକ ଶିଶୁଭବନକୁ ସେଣ୍ଟର ଅଫ ଏକ୍ସଲେନ୍ସ ଘୋଷଣା କଲେ ରାଜ୍ୟ ସରକାର,ରହିବ ସମସ୍ତ ପ୍ରକାର ବ୍ୟବସ୍ଥା। ୫-ସୋରଡା ବିଧାୟକ ପାସ୍ କଲେ […]

ବନ୍ଧାହେଲେ ୫ ସରକାରୀ ବାବୁ

୧-ତୃତୀୟ ଲହର ଆସିଲେ ଓଡିଶାରେ ଦୈନିକ ସଂକ୍ରମଣ ୧୪ ହଜାର ଟପିପାରେ,ଆସିଲା ଚିନ୍ତାଜନକ ରିପୋର୍ଟ।ଶିଶୁମାନଙ୍କ ପାଇଁ ଅଧିକ ସଂଖ୍ୟାରେ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆମ୍ବୁଲାନ୍ସ, ଭେଣ୍ଟିଲେଟର ପ୍ରସ୍ତୁତ ରଖିବାକୁ କୁହାଯାଇଛି। ୨-ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା: ୫ ନୂଆ ମାଧ୍ୟମିକ ବୋର୍ଡ଼କୁ ରାଜ୍ୟ ସରକାରଙ୍କ ଅନୁମତି। ୩-ଜଗତସିଂପୁର ଜିଲ୍ଲା କୁଜଙ୍ଗ ତହସିଲ:ବନ୍ଧାହେଲେ ୫ ସରକାରୀ ବାବୁ , ତହସିଲଦାରଙ୍କ ସମେତ ୪ RI ଗିରଫ, ଜମି ଜାଲିଆତି ମାମଲାରେ ଚଢଉ କଲା ଭିଜିଲାନ୍ସ। ୪-ଅଚାନକ କୋରାପୁଟ ସ୍କୁଲ ପରିଦର୍ଶନ […]

ଲା ଗଣେଶନ ହେଲେ ମଣିପୁର ନୂଆ ରାଜ୍ୟପାଳ

ଈୁୁବନେଶ୍ୱର,୨୨/୮(ଏସଏସନିୟୁଜ) ଲା ଗଣେଶନ୍ ହୋଇଛନ୍ତି ମଣିପୁରର ନୂତନ ରାଜ୍ୟପାଳ । ରାଜ୍ୟପାଳଭାବେ ଲା ଗଣେଷନ୍‌ଙ୍କ ନିଯୁକ୍ତିକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଞ୍ଜୁରି ପ୍ରଦାନ କରିଛନ୍ତି ।ଗଣେଶନ ବିଜେପିର ଜଣେ ବରିଷ୍ଠ ସଦସ୍ୟ ଥିଲେ । ପୂର୍ବରୁ ସେ ରାଜ୍ୟସଭାର ସଦସ୍ୟ ଥିଲେ ଓ ତାମିଲନାଡୁ ବିଜେପିର ସଭାପତି ଥିଲେ ।

ଆକ୍ସନ ମୋଡରେ ଦୁଇ କେନ୍ଦ୍ରମନ୍ତ୍ରୀ

୧-ସିନେମା ଷ୍ଟାଇଲରେ ଚାଲିଥିଲା କ୍ୟାସିନୋ । ସିଲ୍ ହେଲା ପେଣ୍ଟାଗନ ହୋଟେଲ, ସୁନ୍ଦରୀ ଯୁବତୀ ବାଣ୍ଟୁଥିଲେ ମଦ । ଜୁଆ ଖେଳରେ ମାତିଥିଲେ ସୁନା ବ୍ୟବସାୟୀ, ବିଲଡର ଓ ରାଜଧାନୀର ହାଇପ୍ରୋଫାଇଲ ଲୋକ । ୨-ଚିନ୍ତାରେ ବାଇଗଣ ଚାଷୀ : କିଲୋକୁ ୨ ରୁ ୩ ଟଙ୍କାରେ ହେଉଛି ବିକ୍ରି ୩-କଣ୍ଟାବାଞ୍ଜିରେ କେନ୍ଦ୍ର ରେଲମନ୍ତ୍ରୀ: କହିଲେ ମୋ କଲମରେ କୌଣସି ପ୍ରକଳ୍ପ ବିଳମ୍ବ ହେବ ନାହିଁ, ଇସ୍ପାତ ଏକ୍ସପ୍ରେସ ଟ୍ରେନର ସଂପ୍ରସାରଣ ପାଇଁ ପ୍ରୟାସ ଜାରି ରଖିବି […]

ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ପରଲୋକ

ଭୁବନେଶ୍ୱର,୨୨/୮(ଏସଏସନିୟୁଜ) ଗତକାଲି ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ, ରାଜସ୍ଥାନର ପୂର୍ବତନ ରାଜ୍ୟପାଳ ତଥା ବିଜେପିର ବର୍ଷୀୟାନ ନେତା କଲ୍ୟାଣ ସିଂହଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ଜୁଲାଇ ୪ ତାରିଖରେ ସେ ଗୁରୁତର ହୋଇ ପଡିବାରୁ ଲକ୍ଷ୍ନୌ ସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ୍ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସରେ ଆଇସିୟୁରେ ରହି ଚିକିତ୍ସିତ ହେଉଥିଲେ । ତେବେ ମଲ୍ଟି ଅର୍ଗାନ ଫେଲ୍ୟୁଅର ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା […]