ଏକାଠି ପୁଅ, ଝିଅ ବସି ପାଠ ପଢିପାରିବେ ନାହିଁ
➡️୧-ହିଞ୍ଜିଳିରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ, ୧୦ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ । ➡️୨-କେନ୍ଦ୍ର ସରକାରଙ୍କ ବଡ ଘୋଷଣା : ମହାମାରୀରେ ଚାକିରି ହରାଇଥିବା ବ୍ୟକ୍ତିଙ୍କୁ ୨୦୨୨ ଯାଏଁ ମିଳିବ PF । ଏନେଇ ନିର୍ମଳା ସୀତାରମଣଙ୍କ ବଡ଼ ଘୋଷଣା । ➡️୩-କରୋନ ମହାମାରୀ ଯୋଗୁଁ ବନ୍ଦ ଥିବା ଲର୍ଣ୍ଣିଂ ଲାଇସେନ୍ସ ସମତେ ଗାଡ଼ିର ଫିଟ୍ନେସ ଆଉ ଡ୍ରାଇଭିଂ ଲାଇସେନ୍ସ ପାଇଁ ଆସନ୍ତା ୨୩ରୁ ପୁଣି ଆରମ୍ଭ ହେବ ସ୍ଲଟ୍ ବୁକିଂ। ➡️୪-ଅକ୍ଟୋବର […]