ଯିବ ଦିଦିଙ୍କ ଚୌକି
୧-ଆଜିଠୁ ଓଡ଼ିଶାରେ ଅଗଷ୍ଟ ୧ ଯାଏଁ ଆଂଶିକ ଲକ୍ଡାଉନ୍: ଗଡ଼ିବ ବସ୍, ଖୋଲିବ ପାର୍ଲର, ସ୍ପା ଓ ଜିମ୍, ପୂର୍ବ ଭଳି କାଟାଗୋରୀ-ବି’ରେ ଜାରି ରହିବ ସପ୍ତାହନ୍ତ ସଟ୍ଟାଉନ୍ . ୨–ଅଗଷ୍ଟ ୧ ଯାଏଁ ବଢ଼ିଲା ଆଂଶିକ ତାଲାବନ୍ଦ; ରାଜ୍ୟ ପାଇଁ ନୂଆ ଗାଇଡଲାଇନ। ସମଗ୍ର ରାଜ୍ୟରେ ଗଡିବ ବସ ; ପୁରୀରେ ଜୁଲାଇ ୨୫ ପର୍ଯ୍ୟନ୍ତ ବସ ଚଳାଚଳକୁ ବାରଣ। ବସରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ। ୩– ୪୦ ଲକ୍ଷ […]