ନୁଆବନ୍ତରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ
ଭୁବନେଶ୍ୱର,୭।୧(ଏସଏସନିଉଜ) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଶୁଭାରମ୍ଭ କରିବା ସହ ସମଗ୍ର ରାଜ୍ୟରେ ୧୧୮ଟି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।ବାଣପୁର ମାଟିର ଗର୍ବ ଓ ଗୌରବ, ଓଡ଼ିଶାର ପ୍ରଥମ ଶିକ୍ଷା ମନ୍ତ୍ରୀ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ନାମରେ ନାମିତ ଏହି ଯୋଜନା ବାଣପୁର ମାଟିରୁ ଶୁଭାରମ୍ଭ କରିଛନ୍ତି। ଏହି ଉପଲକ୍ଷେ ଖୋର୍ଦ୍ଧା ଜିଲ୍ଲାର କଲ୍ୟାଣପୂର ଓ ବରିମୁଣ୍ଡ ପଞ୍ଚାୟତର ମଧ୍ୟଭାଗ ନୁଆବନ୍ତଗ୍ରାମ ପଡିଆରେଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ […]