Browsing category

ରାଜନୀତି

ଚର୍ଚ୍ଚାରେ ଅଶ୍ୱିନୀ ବୈଷ୍ଣବ

୧-ଟୋକନ୍‌ ପାଇ ଧାନ ବିକି ପାରିଲେନି ୨୦ ହଜାର ଚାଷୀ । ୨–ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ଟାଉନରେ ଲାଗିବ କର୍ଫ୍ୟୁ । ୧୧ ତାରିଖ ରାତି ୮ଟାରୁ ୧୩ ତାରିଖ ରାତି ୮ଟା ଯାଏଁ କର୍ଫ୍ୟୁ । ୩-ଦାୟିତ୍ୱ ନେଉ ନେଉ ନୂଆ ଫର୍ମୁଲା ଆଣି ଚର୍ଚ୍ଚାରେ ଅଶ୍ୱିନୀ ବୈଷ୍ଣବ । ଏଣିକି ରେଳମନ୍ତ୍ରାଳୟରେ ଦୁଇ ସିଫ୍ଟରେ ହେବ କାର୍ଯ୍ୟ । ୪-୧୩ରେ ଭାରତୀୟ ଆଥଲେଟଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି। ୫-ମନରେଗା ଶ୍ରମିକମାନଙ୍କୁ […]

ବୁଧବାର ଶପଥ ଗ୍ରହଣ କରିଥିବା କ୍ୟାବିନେଟ୍ ମନ୍ତ୍ରୀଙ୍କ ମଧ୍ୟରେ ବିଭାଗଗ ବଣ୍ଟନ କରାଯାଇଛି ।ତେବେ ଓଡିଶାରୁ ଦୁଇଜଣଙ୍କୁ ନୂଆ କରି ସାମିଲ କରାଯାଇଛି ।କେନ୍ଦ୍ର କ୍ୟାବିନେଟ ସଂପ୍ରସାରଣରେ ମୟୁରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁଙ୍କୁ ମିଳିଛି ଆଦିବାସୀ ବ୍ୟାପାର ଓ ଜଳଶକ୍ତି ବିଭାଗ । ପ୍ରଥମ ଥର ସାଂସଦ ହୋଇଥିବା ଟୁଡୁଙ୍କୁ ଏହି ଦୁଇ ବିଭାଗର ରାଷ୍ଟ୍ର ମନ୍ତ୍ରୀ ଦାୟିତ୍ୱ ପ୍ରଦାନ କରାଯାଇଛି । କ୍ୟାବିନେଟ ମନ୍ତ୍ରୀ ଭାବରେ ସ୍ଥାନ ପାଇଥିବା ଅଶ୍ୱିନୀ ବୈଷ୍ଣବଙ୍କୁ ରେଳବାଇ ଓ ଆଇଟି […]

ବର୍ଷିଲେ ସିଦ୍ଧୁ

୧-ନୂଆ ରୂପରେ ମୋଦୀ ଟିମ୍‌; ଶପଥ ନେଲେ ୪୩ ମନ୍ତ୍ରୀ, ୩୬ ନୂଆ ମୁହଁ । ୨-ଓଡ଼ିଶାକୁ ୨ କ୍ୟାବିନେଟ୍‌, ଗୋଟିଏ ରାଷ୍ଟ୍ରମନ୍ତ୍ରୀ । ୩ -ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଲେ ସିଦ୍ଧୁ, କହିଲେ- ପଞ୍ଜାବକୁ ଦିଲ୍ଲୀ ମଡେଲ୍‌ର ଆବଶ୍ୟକତା ନାହିଁ । ୪-୬୪,୨୧୪ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା । ପ୍ରତ୍ୟେକ ପରିବାର ଆକାଉଣ୍ଟରେ ଜମା ହେଲା ୫୦୦୦ ଟଙ୍କା ୫-ପେଟିଏମ୍‌ର ଆଇପିଓ ପୂର୍ବରୁ କମ୍ପାନୀର ବୋର୍ଡରୁ ଇସ୍ତଫା ଦେଲେ […]

ଫୋନ ପାଇ ପହଁଚୁଛନ୍ତି ନେତା ।

୧ -ଆଜିହେବ ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ । ସନ୍ଧ୍ୟା ୬ଟାରେ ଶପଥ ନେଇପାରନ୍ତି ନୂଆ ମୁହଁ । ଫୋନ ପାଇ ଦିଲ୍ଲୀରେ ପହଁଚୁଛନ୍ତି ନେତା । ୨-କେନ୍ଦ୍ର ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ବଦଳିଲେ ୮ଟି ରାଜ୍ୟର ରାଜ୍ୟପାଳ ।ମଙ୍ଗୁଭାଇ ଛଗନ ଭାଇ ପଟେଲ-ମଧ୍ୟପ୍ରଦେଶ ରାଜ୍ୟପାଳ ।ଥାବର ଚନ୍ଦ ଗେହଲଟ – କର୍ଣ୍ଣାଟକ ରାଜ୍ୟପାଳ।ରମେଶ ବୈଶ – ଝାଡଖଣ୍ଡ ରାଜ୍ୟପାଳ।ବନ୍ଦାରୁ ଦତାତ୍ରେୟ – ହରିଆଣା ରାଜ୍ୟପାଳ।ସତ୍ୟଦେବ ନାରାୟଣ ଆର୍ଯ୍ୟ – ତ୍ରିପୁରା ରାଜ୍ୟପାଳ।ରାଜେନ୍ଦ୍ର […]

କୋଭିଡ୍ ମୃତ୍ୟୁ ପଛର ସତ କଣ ?

୧–ରାଜଧାନୀରେ ଚାଞ୍ଚଲ୍ୟ, ଭୀମଟାଙ୍ଗିରେ ମହିଳାଙ୍କୁ ବିଭତ୍ସ ହତ୍ୟା। ହତ୍ୟା ପରେ ଆତ୍ମହତ୍ୟା କରି ଅଭିଯୁକ୍ତ ଗୁରୁତର, କ୍ୟାପିଟାଲ ହସ୍‌ପିଟାଲରେ ଭର୍ତ୍ତି।ଡିସିପି ଉମାଶଙ୍କର ମିଶ୍ର କହିଲେ ମାଆ ଓ ପୁଅଙ୍କୁ ମାରି ଆତ୍ମହତ୍ୟା କରିବାକୁ ଆସିଥିଲା ଅଭିଯୁକ୍ତ। ସୌଭାଗ୍ୟ ବଶତଃ ବଞ୍ଚିଗଲା ୩ ବର୍ଷର ପୁଅ ୨-କୋଭିଡ୍ ମୃତ୍ୟୁ ପଛର ସତ କଣ ? କେମିତି ପ୍ରକାଶ ପାଉଛି ଦୈନିକ ମୃତ୍ୟୁ ସଂଖ୍ୟା । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଲେ, ଜିଲ୍ଲାସ୍ତରରେ ଅଡିଟ୍ ହେବାପରେ ଦିଆଯାଉଛି ହିସାବ ୩-ଦ୍ୱିତୀୟ ଲହର […]

ଟିଏମସିରେ ସାମିଲ ହେଲେ ଅଭିଜିତ୍

ଭୁବନେଶ୍ୱର ୫/୭(ଏସଏସନିୟୁଜ) ଭାରତର ପୂର୍ବତନ ରାଷ୍ଟ୍ରପତି ଦିବଙ୍ଗତ ପ୍ରଣବ ମୁଖାର୍ଜୀଙ୍କ ବଡପୁଅ ଅଭିଜିତ୍ ମୁଖାର୍ଜୀ ଆଜି ତୃଣମୂଳ କଂଗ୍ରେସରେ ସାମିଲ ହୋଇଛନ୍ତି । ସେ କଂଗ୍ରେସ ଛାଡି ମମତା ବାନାର୍ଜୀଙ୍କ ଟିଏମସିରେ ସାମିଲ ହୋଇଛନ୍ତି । ଅଭିଜିତ୍ କଂଗ୍ରେସ ଛାଡିବା ପରେ ଦଳକୁ ବଡ ଝଟକା ଲାଗିଛି ।ସେ ବରିଷ୍ଠ ନେତା ସୁଦୀପ ବନ୍ଦୋପାଧ୍ୟୟ ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଅଭିଜିତ ବିଧିବଦ୍ଧ ଭାବେ ଟିଏମସିରେ ଯୋଗ ଦେଇଛନ୍ତି। ଟିଏମସିରେ ମିଶିଥିବାରୁ ଦଳ ତାଙ୍କୁ ଜଙ୍ଗିପୁର […]

ବଢ଼ୁଛି ଦ୍ୱନ୍ଦ୍ୱ

୧– ପୁରୀକୁ ଉଡିବ ବିମାନ। ୨୦୨୨-୨୩ରୁ ପୁରୀରୁ ବିମାନ ଉଡିବ। ପୁରୀରେ ବିମାନବନ୍ଦର ପାଇଁ ଜାଗା ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି।ସବୁକିଛି ଠିକଠାକ ରହିଲେ ଏହି ସମୟରୁ ବିମାନ ଉଡିବାର ସମ୍ଭାବନା ଅଧିକ-ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ସୂଚନା । ୨-ଜାନୁଆରି ୧୬ରୁ ଓଡ଼ିଶାରେ ଆରମ୍ଭ ହୋଇଥିବା କୋଭିଡ ଟିକାକରଣ ଆଜି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଟିକାକରଣର ୭ମାସ ନ ପୂରୁଣୁ ୧କୋଟି ୨୨ଲକ୍ଷ ୩୬ହଜାର ୪୮୩ ଡୋଜ୍‌ ଟିକା ଦିଆଯାଇଛି। ୩–ପଶ୍ଚିମବଙ୍ଗ ଦଙ୍ଗା : […]

ଏମ୍ସରେ ଭର୍ତ୍ତି ହେଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ

ଭୁବନେଶ୍ୱର,୪/୭(ଏସଏସନିୟୁଜ) କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହେଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ। ବିଷ୍ଣୁଙ୍କୁ ବର୍ତ୍ତମାନ ପ୍ରାଇଭେଟ୍ କ୍ୟାବିନ୍ ରେ ରହିଥିବାବେଳେ ଏକ ସ୍ୱତନ୍ତ୍ର କମିଟି ତାଙ୍କର ଚିକିତ୍ସା କରିବ ବୋଲି ଜଣାପଡିଛି ।ତେବେ ମୁଖ୍ୟମନ୍ତ୍ରୀଙ୍କ ସମେତ ଦଳୀୟ ନେତାମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି ।

ସେପ୍ଟେମ୍ବରରେ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୪/୭(ଏସ ଏସ ନିୟୁଜ)ସଂସଦର ମୌୀସୁମୀ ଅଧିବେଶନ ଆସନ୍ତା ୧୯ତାରିଖରୁ ଆରମ୍ଭ ହେଉଥିବାବେଳେ ବିଧାନସଭାର ମୌସୁମୀ ଅଧିବେଶନ ସେପ୍ଟେମ୍ବର ମାସରେ ବସିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ବାଚସ୍ପତି ଶ୍ରୀ ପାତ୍ର କହିଛନ୍ତି ଯେ, ଆସନ୍ତା ସେପ୍ଟେମ୍ବର ମାସରେ ହେବାକୁ ଥିବା ବିଧାନସଭାର ମୌସୁମୀ ଅଧିବେଶନରେ କୋଭିଡ୍ ଡବଲ ଡୋଜ୍ ଟିକା ନେଇଥିବା ବ୍ୟକ୍ତିଙ୍କୁୂ ହିଁ ଅଧିବେଶନରେ ସାମିଲ ହେବାକୁ ଅନିୁମତି ମିଳିବ। ମନ୍ତ୍ରୀ, ବିଧାୟକ, ବିଧାନସଭା କର୍ମଚାରୀ ଓ ସାମ୍ବାଦିକମାନଙ୍କ ପାଇଁ କୋଭିଡ୍ […]

ଅଣାୟତ୍ତ ହେଲାଣି ଡେଙ୍ଗୁ

୧-କୋଭିଡ କଟକଣା ମଧ୍ୟରେ ହେବ ଚଳିତ ବର୍ଷର ରଥଯାତ୍ରା। ଗତବର୍ଷ ଭଳି କେବଳ ସେବାୟତମାନେ ହିଁ ଟାଣିବେ ରଥ। ମନ୍ଦିର କିମ୍ବା ଜିଲା ପ୍ରଶାସନର ଅଧିକାରୀ ରଥ ଟାଣିବେ ନାହିଁ। ୨-କରୋନା ମହାମାରୀ ବିଫଳତା ପ୍ରତିବାଦରେ ୭ରୁ ୧୭ କଂଗ୍ରେସର ଆନ୍ଦୋଳନ ନିଷ୍ପତ୍ତି। ୩-ଭୁବନେଶ୍ୱର: ଅଣାୟତ୍ତ ହେଲାଣି ଡେଙ୍ଗୁ, ରାଜଧାନୀରେ ୫୦ରୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ। ୪-ରଥରେ ସେବାୟତଙ୍କୁ ସେଲ୍‌ଫି, ଭିଡିଓ ରେକର୍ଡିଂ ମନା,ଘୋଷଯାତ୍ରା ନିଷ୍ପତ୍ତି: ବଡ଼ଦାଣ୍ଡ କୋଠାରେ ରହିବେନି ବାହାର ଲୋକ। ୫-ଭୁବନେଶ୍ୱର: ଜବରଦଖଲରେ […]