ଚୀନ ଟିକା ଉପରେ ଭରସା ନାହିଁ
୧-ଖରାର ପ୍ରକୋପ ବୃଦ୍ଧି ପାଉଥିବାରୁ ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି । ନିଷ୍ପତି ଅନୁଯାୟୀ ନବମ ଓ ଏକାଦଶ ଶ୍ରେଣୀ ସକାଳ ୭ଟାରୁ ୯ଟା ଯାଏଁ ଚାଲିବ ଏବଂ ଦଶମ ଓ ଦ୍ୱାଦଶ ଶ୍ରେଣୀ ସକାଳ ୯ଟାରୁ ଦିନ ୧ଟା ଯାଏଁ ଚାଲିବ ଏନେଇ ସବୁ ଡିଇଓମାନଙ୍କୁ ଗଣଶିକ୍ଷା ଅତିରିକ୍ତ ସଚିବ ଚିଠି ଲେଖି ଜଣାଇଛନ୍ତି । ୨-ପିଲାଏ ଦେଖିବେ ଆମ ହାତ ତିଆରି ଖେଳଣା, ଆଜି ଟୟେ ଫେୟାର୍ ଉଦ୍ଘାଟନ କରିବେ […]