ବ୍ରିଜ୍ର ସ୍ଲାବଖସି ଗଲା ୩ ଜୀବନ, ୨ ଗୁରୁତର
କଟକ,୩।୫(ଏସଏସ ନିୟୁଜ)କଟକର ଖାନ୍ନଗରସ୍ଥିତ ବ୍ରିଜ ନିର୍ମାଣ ବେଳେ ସ୍ଲାବ୍ ଖସିପଡ଼ିବାରୁ ୩ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି ଓ ୨ ଜଣ ଗୁରୁତର ଆହତ ଅରୁଣ ବାରିକ ଓ ବିକଳ ଜେନାଙ୍କର ଚିକିତ୍ସା ଜାରି ରହିଛି। ମୃତ ଶ୍ରମିକମାନେ ହେଲେ ସୌମ୍ୟରଂଜନ ବେହରା, ଶିବଶଙ୍କର ପଟ୍ଟନାୟକ ଓ ସୁବାଷ ଭକ୍ତ।ପୂର୍ତ୍ତବିଭାଗ ପକ୍ଷରୁ ଖାନନଗରରେ କାଠଯୋଡ଼ିରେ ବ୍ରିଜ୍ କାମ ପାଇ ଏକ ଘରୋଇ କଂପାନିକୁ ଦାୟିତ୍ବ ଦିଆଯାଇଛି। ଆଜି ନିର୍ମାଣ କାମ ଚାଲିଥିବାବେଳେ ଅପରାହଣ୍ ସମୟରେ ବ୍ରିଜ୍ ଉପରେ କିଛି […]