ପହେଲଗାମ୍ ଆତଙ୍କବାଦୀ ଆକ୍ରମଣରେ ମୃତକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ
ବାରଙ୍ଗ, ୨୮।୪(ଏସଏସନିୟୁଜ) ଭୁବନେଶ୍ୱର ଉତର ବିଜେପି ପକ୍ଷରୁପହେଲ୍ଗାମ୍ ଆତଙ୍କବାଦୀ ଆକ୍ରମଣରେ ମୃତକମାନଙ୍କ ପ୍ରତି ସୋମବାର ସଂନ୍ଧ୍ୟାରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହ ସେମାନଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରାଯାଇଛି । ବିଜେପିନେତ୍ରୀ ସଂଯୁକ୍ତା ପଢ଼ିହାରିଙ୍କ ନେତୃତ୍ବରେ ବିଜେପି କର୍ମୀମାନେ ଢାୱା ଗ୍ରାମମୁଣ୍ଡରୁ ଏକ କ୍ୟାଣ୍ଡଲ ଶୋଭାଯାତ୍ରାରେ ବାହାରି ସୋମନାଥ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲେ।ସୋମନାଥ ମନ୍ଦିର ପରିସରରେ ପହଂଚି ସେଠାରେମହମବତୀ ଜାଳି ନିରବ ପ୍ରାର୍ଥନା କରିଥିଲେ।କର୍ମୀମାନେ ଆତଙ୍କବାଦୀ ଆକ୍ରମଣରେ ନିହତ ବ୍ଯକ୍ତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ […]