ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ହେବ
ଭୁବନେଶ୍ୱର,୧୦/୧୨(ଏସଏସନିଉଜ)ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ। ଆଜି ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ […]