ମାଡିଆସୁଛି ବାତ୍ୟା
ଭୁବନେଶ୍ୱର,୨୨ା୧୦(ଏସଏସନିଉଜ)ବଙ୍ଗୋପସାଗରରେ ସକ୍ରିୟ ୱେଲ୍ ମାର୍କଡ ଲୋ ପ୍ରେସର ଆଜି ଡିପ୍ରେସନରେ ପରିଣତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି ଅବପାତ।ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ […]