ଗଛରେ ପିଟି ହେଲା ଟୁରିଷ୍ଟ ବସ୍
କୋଣାର୍କ,୨୨/୭(ଏସଏସନିଉଜ) ଗଛରେ ପିଟି ହେଲା ଟୁରିଷ୍ଟ ବସ୍।ଯାହାଫଳରେ ୮ ଜଣ ଆହତ ହୋଇଥିବାର ଜଣାପଡିଛି।କୋଣାର୍କ-ପୁରୀ ମେରାଇନ୍ ଡ୍ରାଇଭ୍ ଖାଲକଟାପାଟଣାରେ ଦୁର୍ଘଟଣା ଘଟିଛି।୮ ଜଣଆହତ ପୁରୀ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଛତିଶଗଡ଼ରୁ ଆସିଥିବାର ଜଣାପଡିଛି।
Browsing category
କୋଣାର୍କ,୨୨/୭(ଏସଏସନିଉଜ) ଗଛରେ ପିଟି ହେଲା ଟୁରିଷ୍ଟ ବସ୍।ଯାହାଫଳରେ ୮ ଜଣ ଆହତ ହୋଇଥିବାର ଜଣାପଡିଛି।କୋଣାର୍କ-ପୁରୀ ମେରାଇନ୍ ଡ୍ରାଇଭ୍ ଖାଲକଟାପାଟଣାରେ ଦୁର୍ଘଟଣା ଘଟିଛି।୮ ଜଣଆହତ ପୁରୀ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଛତିଶଗଡ଼ରୁ ଆସିଥିବାର ଜଣାପଡିଛି।
ବାରଙ୍ଗ,୨୦/୭(ଏସଏସନିଉଜ)ସ୍ଥାନୀୟ କୁଞ୍ଜବିହାରି ମହାବିଦ୍ୟାଳୟରେ ନାରୀମାନଙ୍କ ସମସ୍ୟା ଓ ସଶସ୍ତ୍ରିକରଣ ଉପରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧକ୍ଷା ଡ଼. ଲିପିପୁଷ୍ପା ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଆଲୋଚନାରେ ଓଡିଶା ମହିଳାକମିଶନର ପୂର୍ବତନ ସଦସ୍ୟା ନମ୍ରତାଚଢା ମୁଖ୍ୟ ଅତିଥି ଓ ବିଶିଷ୍ଠ ସମାଜସେବୀ ଡ଼. ରୋଜାଲିନ ପାଟଶାହନି ମିଶ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇ ମହିଳାମାନଙ୍କ ର ଦୈନଦିନ ଜୀବନରେ ଉପୁଜୁଥିବା ବିବାଦ,ବିଭିନ୍ନ ସମସ୍ୟା ଓ ସମାଧାନ ବାବଦରେ ଆଲୋକପାତ କରିଥିଲେ।ଅଧ୍ୟାପିକା ଡ଼. ଜୟଶ୍ରୀ ନନ୍ଦ,ପ୍ରଜ୍ଞାପାରମିତା […]
ଭୁବନେଶ୍ୱର,୨୧ା୭(ଏସଏସନିଉଜ) ଓଡ଼ିଶା କଂଗ୍ରେସର ସମସ୍ତ କମକିଟିକୁ ଏଆଇସିସି ପକ୍ଷରୁ ଭାଙ୍ଗି ଦିଆଯାଇଛି । ପିସିସିର ସବୁ ପଦାଧିକାରୀଙ୍କୁ ବାଦ୍ ଦିଆଯାଇଛି । ଜିଲ୍ଲା, ବ୍ଲକ୍ ଓ ମଣ୍ଡଳ ସ୍ତରର କମିଟି, ସମସ୍ତ ଛାମୁଆ (ମହିଳା, ଯୁବ, ଛାତ୍ର, ସେବାଦଳ) ସଂଗଠନ ଏବଂ ସେଲ୍ ଗୁଡ଼ିକୁ ଭଙ୍ଗ କରାଯାଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ମଧ୍ୟ ତାଙ୍କ ପଦବୀର ହଟିଛନ୍ତି ।ସେକେବଳ ପିସିସି ସଭାପତି ମାନେ କାମଚଳା ଦାୟିତ୍ୱରେ ରହିବେ ବୋଲି ଏଆଇସିସି ପକ୍ଷରୁ ଜାରି ବିଜ୍ଞପ୍ତିରେ […]
ଭୁବନେଶ୍ବର,୨୦ା୭(ଏସଏସନିଉଜ)ସର୍ବଦଳୀୟ ବୈଠକରେ କଂଗ୍ରେସ ଯୋଗ ନ ଦେବାକୁ ନେଇ ତାରା କ୍ଷୋଭ ପ୍ରକାସ କରିଛନ୍ତି ।ସେକହିଛନ୍ତି ଏତେ ପୁରୁଣା ଦଳ, କଂଗ୍ରେସ ନେତା ବଛା ହୋଇପାରୁ ନାହିାଁଏହାକୁ ନେଇ କାହାକୁ କଣ ଦାୟୀ କରିବି, ମୁଁ ନିଜକୁ ଦାୟୀ କରିବିାମତେ ନ କଲେ ବି ଯାହାକୁ କରନ୍ତୁ, ମୋର ଆପତ୍ତି ନାହିାଁଦିଲ୍ଲୀରେ ନିଷ୍ପତ୍ତି ନ ହୋଇ ପାରିବାରୁ କେହି ଯୋଗଦେଇ ପାରିଲେନିାମୁଁ ପିସିସି ସଭାପତିଙ୍କୁ ପଚାରିଥିଲି, କହିଲେ ମୋତେ ନିର୍ଦ୍ଦେଶ ଆସିନିା
ଭୁବନେଶ୍ବର,୨୦ା୭(ଏସଏସନିଉଜ)ଏକ ଜମି ମାପଚୁପକୁ ବିରୋଧ କରି ପୁଲିସକୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିବା ଅଭିଯୋଗରେ ଚନ୍ଦକା ଥାନା ପୁଲିସ ମଧୁପୁର ଗାଁର ୩୩ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେମାନଙ୍କ ମଧ୍ୟରେ ୬ ମହିଳା ଅଛନ୍ତି। ସମସ୍ତଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତା ଦଫା ୧୦୯(ଆଇପିସି ଦଫା ୩୦୭)ରେ ମାମଲା ରୁଜୁ କରାଯାଇଛି। ଗିରଫଦାରୀ ବଢ଼ିବା ଡରରେ ଗାଁ ପୁରୁଷଶୂନ୍ୟ ହୋଇଯାଇଛି। ୧୦ ତାରିଖ ଦିନ ଏହି ଗଣ୍ଡଗୋଳ ଘଟିଥିଲା। ମଧୁପୁର ଗାଁ ମୁଣ୍ଡରେ ରଞ୍ଜନ ମହାପାତ୍ରଙ୍କର […]
ଭୁବନେଶ୍ବର, ୧୯ା୭(ଏସଏସନିଉଜ) ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟଙ୍କ ବରିଷ୍ଠ ଆଇନଜୀବୀ ପୀତାମ୍ବରଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ପୀତାମ୍ବର ଆଚାର୍ଯ୍ୟ ହୋଇଛନ୍ତି ଆଡଭୋକେଟ୍ ଜେନେରାଲ ହୋଇଛନ୍ତି। ପୀତାମ୍ବରଙ୍କ ନିଯୁକ୍ତି ରାଜ୍ୟ ଆଇନ ବିଭାଗ ସୂତ୍ରରୁ ସୂଚନା ଦିଆଯାଇଛି। ଆଡଭୋକେଟ୍ ଜେନେରାଲ ଏକ ସାମ୍ୱିଧାନିକ ପଦବି। ସରକାର କ୍ଷମତାକୁ ଆସିବା ପରେ ପ୍ରଥମ କ୍ୟାବିନେଟରେ ଏଜି ନିଯୁକ୍ତି ସମ୍ପର୍କରେ ନିଷ୍ପତ୍ତି କରିବା କଥା। ଏକାଧିକ ବରିଷ୍ଠ ଆଇନଜୀବୀ ଲବିରେ ଥିବାରୁ ନିଷ୍ପତ୍ତି ବିଳମ୍ୱ ହୋଇଥିଲା। ମୋହନ ସରକାର ଶେଷରେ ଓଡ଼ିଶା […]
ଭୁବନେଶ୍ୱର,୧୯ା୭(ଏସଏସନିଉଜ)ଶ୍ରୀମନ୍ଦିର ରତ୍ନ ଭଣ୍ଡାରରୁ ରାଜରାଜୁଡ଼ା ଅମଳର ଯୁଦ୍ଧସାମଗ୍ରୀ ମିଳିଥିବାନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ । ତେବେ ଏହି ସାମଗ୍ରୀ କେଉଁ ଧାତୁରେ ତିଆରି ହୋଇଛି ତାହା ଜଣାପଡ଼ିନଥିଲେ ବି ଏହା କଳା ପଡ଼ିଯାଇଥିବା ସେ କହିଛନ୍ତି । ଗତକାଲି ରତ୍ନଭଣ୍ଡାର ଭିତରେ ୧୧ ଜଣିଆ ଅଧିକୃତ ଟିମ ଭଣ୍ଡାରର ଘର ଭିତରକୁ ଯାଇ ଦ୍ବିତୀୟ ରତ୍ନଭଣ୍ଡାର ଖୋଲିଥିଲେ । ଏହି ସମୟରେ ଭିତର ରତ୍ନଭଣ୍ଡାରରେ ୪ଟି ଆଲମାରୀ ଓ […]
ଭୁବନେଶ୍ୱର,୧୯ା୭(ଏସଏସନିଉଜ)ଆସନ୍ତାକାଲି ସନ୍ଧ୍ୟା ସାଢେ଼ ୫ଟା ଶଙ୍ଖ ଭବନରେ ବିଜେଡ଼ି ବିଧାୟକଦଳର ବୈଠକ ବସିବ। ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଆଗାମୀ ବିଧାନସଭା ଅଧିବେଶନ ପାଇଁ ପ୍ରସ୍ତୁତ ହେବ ରଣନୀତି ।ଅନ୍ୟପଟେବିଜେଡି ସଂସଦୀୟ ଦଳ ବୈଠକ ଆରମ୍ଭ ହୋଇଛି ।ନବୀନ ନିବାସରେ ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟସଭା ସାଂସଦମାନେ ଉପସ୍ଥିତରହିଥିବାବେଳେ ସଂସଦ ଅଧିବେଶନ ପାଇଁ ରଣନୀତି ପ୍ରସ୍ତୁତ ହୋଇଥିବାର ଜଣାପଡିଛି ।
ଭୁବନେଶ୍ୱର,୧୯ା୭(ଏସଏସନିଉଜ)ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକାରିଣୀବୈଠକ ଅନୁଷ୍ଠିତହୋଇଯାଇଛି ।ଏଥିରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା , ୩ ପ୍ରଭାରୀ ଯୋଗ ଦେଇଥିଲୋମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ମନ୍ତ୍ରିପରିଷଦ ସଦସ୍ୟ, ଦୁଇ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ , ଧର୍ମେନ୍ଦ୍ର ପ୍ରଧାନ , ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାପ୍ରମୁଖ ଉପସ୍ଥିତ ଥିଲେ ।ଏହାପରେ ରଥାରୁଢ଼ ଶ୍ରୀଜିଉମାନଙ୍କୁ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା। ମହାପ୍ରଭୁଙ୍କ ଦର୍ଶନ ସହିତ କଲେ ରଥ ପରିକ୍ରମା କରିଥିଲେ ।
ଭୁବନେଶ୍ବର, ୧୮ା୭(ଏସଏସନିଉଜ)ରାଜ୍ୟରେ ପ୍ରଥମ ଥର ବିଜେପି ସରକାର ଗଠନ କରିବା ପରେ ଆସନ୍ତା ୨୫ ତାରିଖରେ ବଜେଟ୍ ଆଣିବାକୁ ଯାଉଛି ମୋହନ ସରକାର। ଏଥର ଓଡିଶା ବଜେଟ୍ ଆକାର ଛୁଇଁପାରେ ୩ ଲକ୍ଷ କୋଟି।ଏନେଇ ଲୋକସେବା ଭବନରେ ବସିଥିବା ମନ୍ତ୍ରୀ ପରିଷଦ ବୈଠକରେ ନିଷ୍ପତ୍ତି ହେଇଛି। ପୂର୍ଣ୍ଣାଙ୍ଗ ବଜେଟ୍ ଚିଠା ପ୍ରସ୍ତାବ ଉପରେ ମୋହର ବାଜିଥିବା ନେଇ ସୂଚନା ମିଳିଛି।ଆସନ୍ତା ୨୨ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏଥର ଅଧିବେଶନରେ ମୋହନ ସରକାର ନିଜର […]