Browsing category

ରାଜନୀତି

ଏସସିବିରେ ବିବାଦ

କଟକ,୧୭ା୭(ଏସଏସନିଉଜ) ରୋଗୀଙ୍କୁ ରକ୍ତ ଦେବାକୁ ନେଇ କଟକ ଏସସିବି ମେଡିକାଲରେ ନର୍ସିଂ ଅଫିସର ଏବଂ ହାଉସ ସର୍ଜନ ମୁହାଁମୁହିଁ ଘଟଣାରେ ହାଉସ ସର୍ଜନ ଆନ୍ଦୋଳନ ଜାରି ରଖିଛନ୍ତି।ତେବେ ଏହି ବିବାଦ ପ୍ରସଙ୍ଗରେ ହାଉସ୍ ସର୍ଜନଙ୍କକାର୍ଯ୍ୟବନ୍ଦକୁ ସମର୍ଥନ କରିଛନ୍ତି ଡାକ୍ତର ଛାତ୍ର ସଂଘ, ଜୁନିୟର ଡାକ୍ତର ସଂଘ ଏବଂ ଏସସିବି ଡାକ୍ତର ସଂଘ।ଜରୁରୀ ସେବାକୁ ଛାଡ଼ିଦେଲେ ଚିକିତ୍ସା କାମରେ ଯୋଗଦେବେ ନାହିଁ ବୋଲି କହିଛନ୍ତି ୨୫୦ ହାଉସ ସର୍ଜନ। ଆନ୍ଦୋଳନ ଯୋଗୁଁ ରୋଗୀ ସେବାରେ ବାଧା ସୃଷ୍ଟି ହୋଉଛି।ଅନ୍ୟପଟେ […]

ମହାପ୍ରଭୁଙ୍କ ସୁନାବେଶ ପାଇଁ ବଡ଼ଦାଣ୍ଡ ଲୋକାରଣ୍ୟ

ପୁରୀ, ୧୭ା୭(ଏସଏସନିଉଜ) ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା ସାରି ଶ୍ରୀମନ୍ଦିର ସିଂହଦ୍ୱାରକୁ ବାହୁଡ଼ିବା ପରେ ଆଜି ଅପରୂପ ଓ ଅନନ୍ୟ ସୁନାବେଶରେ ଦର୍ଶନ ଦେଇଛନ୍ତି ମହାବାହୁ। ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ବୁଧବାର ସିଂହଦ୍ୱାରରେ ଦଣ୍ଡାୟମାନ ତିନିରଥରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରମଣୀୟ ସୁନାୀବେଶ ଅନୁଷ୍ଠିତ ହୋଇଛି। ଏଥିପାଇଁ ବଡ଼ଦାଣ୍ଡରେ ଭକ୍ତିମୟ ପରିବେଶ ଦେଖିବାକୁ ମିଳିଛି। ଭକ୍ତଙ୍କ ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଡାକରେ ଆଜି ବି ଖଣ୍ଡମଣ୍ଡଳ ପ୍ରକମ୍ପିତ ହୋଇଛି। ବର୍ଷକ […]

ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିଲେ ନବୀନ

ଭୁବନେଶ୍ୱର,୧୭/୭(ଏସଏସନିଉଜା) ବିଧାନସଭାରେ ଦୃଢ ତଥା ସକ୍ରିୟ ବିରୋଧୀ ଦଳ ଭାବରେ ଦାୟିତ୍ୱ lନିର୍ବାହ ପାଇଁ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଯୋଜନା କରିଛନ୍ତି । ସରକାରଙ୍କ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ଉପରେ ନଜର ରଖିବାକୁ ବିଜେଡି ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିଲେ ନବୀନ। ଯେଉଁସବୁ ବିଧାୟକମାନଙ୍କୁ ଯେଉଁ ବିଭାଗ ଦିଆଯାଇଛି ତାହା ଉପରେ ନିଘା ରଖିବାକୁ କୁହାଯାଇଛି । ନୂଆ ତରିକାରେ ବିଜେଡ଼ି ବିରୋଧୀ ଭୂମିକାରେ ଅବତୀର୍ଣ୍ଣ ହେବାକୁ ଯାଉଛି। ରଣେନ୍ଦ୍ର ପ୍ରତାପ ସ୍ୱାଇଁ : ରାଜସ୍ୱ ଓ […]

ଆଉ ଦିନେ ଦିନ ଧାର୍ଯ୍ୟ କରି ଖୋଲିବୁ- ମୁଖ୍ୟ ପ୍ରଶାସକ

ପୁରୀ,୧୪ା୭(ଏସଏସନିଉଜ)ଖୋଲିଛି ମହାପ୍ରଭୁଙ୍କର ରତ୍ନଭଣ୍ତାର ।ଭିତରଭଣ୍ଡାର ଅଳଙ୍କାର ଆଜି ଖୋଲାଯାଇପାରିଲାନି, ଆଉଦିନେ ଖୋଲାଯିବ ବୋଲି କହିଛନ୍ତି ମୁଖ୍ୟପ୍ରଶାସକ ଅରବିନ୍ଦପାଢ଼ୀ ।ସେକହିଛନ୍ତି ବାହାରଭଣ୍ଡାର ଅଳଙ୍କାର ସ୍ଥାନାନ୍ତରଣକାମ ବହୁତସମୟ ଲାଗିଗଲା ।କାଲି ବାହୁଡ଼ାଯାତ୍ରା ଥିବାରୁ ଅନେକ ନୀତିକାନ୍ତି ରହିଛି ।ବାହୁଡ଼ା,ସୁନାବେଶ ସରିବାପରେ ଆଉଦିନେ ନିର୍ଦ୍ଧାରଣ କରାଯିବବୋଲି କହିଲେ ।ଦିନନିର୍ଦ୍ଧାରଣ କରାଯାଇ ସେହିଦିନ ଭିତରଭଣ୍ଡାର ଖୋଲିବୁବୋଲି କହିଲେ ।ତାଲାଭାଙ୍ଗି ଭିତର ରତ୍ନଭଣ୍ତାର ଖୋଲାଗଲା ।ତେବେ ଭିତର ରତ୍ନଭଣ୍ଡାର ତାଲା ଚାବିରେ ନଖୋଲିବାରୁ ଏସ୍‌ଓପି ଅନୁସାରେ ତାଲା ଭାଙ୍ଗି ଭିତରଭଣ୍ଡାର ଖୋଲାଗଲା ।ସବୁ ଅଳଙ୍କାରକୁ […]

ଖୋଲିଲା ଶ୍ରୀମନ୍ଦିର ରହସ୍ୟମୟ ରତ୍ନଭଣ୍ଡାର

ପୁରୀ,୧୪ା୭(ଏସଏସନିଉଜ) ୫ ଦଶନ୍ଧି ପ୍ରତୀକ୍ଷାର ଅନ୍ତ ଘଟି ଖୋଲିଲା ଶ୍ରୀମନ୍ଦିର ରହସ୍ୟମୟ ରତ୍ନଭଣ୍ଡାର । ପୂର୍ବ ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ଖୋଲିଛି ରତ୍ନଭଣ୍ଡାର । ରତ୍ନ ଭଣ୍ତାର ଖୋଲିବା ପାଇଁ ମୋଟ୍ ୧୧ଜଣ ସଦସ୍ୟ ଭିତରକୁ ଯାଇଛନ୍ତି । ଆଜି ଗଣତି ହେବନି, ଖାଲି ଯାଞ୍ଚ ହେବ, ଭିତର ରତ୍ନଭଣ୍ଡାରର ସୁରକ୍ଷା ଆମର ପ୍ରାଥମିକତା । ଭିତର ରତ୍ନଭଣ୍ଡାରର ମରାମତି ପରେ ଗଣତି କାମ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ […]

ରାତିପାହିଲେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ପୁରୀ,୧୩ା୭(ଏସଏସନିଉଜ)ସବୁ ପ୍ରତୀକ୍ଷାର ଅନ୍ତ ଘଟି ରାତି ପାହିଲେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର ।ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ରତ୍ନଭଣ୍ଡାର ଖୋଲିବା ନେଇ ଏସ୍ଓପିକୁ ସରକାର ମଂଜୁର କରିଛନ୍ତି । ସ୍ନେକ୍ ହେଲପଲାଇନ୍ ଓ ମେଡିକାଲ ଟିମ୍ ମଧ୍ୟ ଷ୍ଟାଣ୍ଡ ବାଇ ରହିବେ । ଚାବିରେ ଯଦି ତାଲା ନଖୋଲେ ତାଲା ଭଙ୍ଗାଯାଇ ରତ୍ନଭଣ୍ଡାର ଖୋଲାଯିବ। ଦିନ ୧ଟା ପରେ ଶୁଭ ସମୟ ଆସୁଛି, ୧ଟା ପରେ ହିଁ ରତ୍ନଭଣ୍ଡାର ଖୋଲାଯିବ […]

ବିଜେପି ନେତା ହେଲେ ଫାଓର ସଭାପତି

ଭୁବନେଶ୍ୱର,୧୨ା୭(ଏସଏସନିଉଜ) ସମୀର ଦେ ହେଲେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ବା ଫାଓର ନୂଆ ସଭାପତି ାପୂର୍ବରୁ ଦେବାଶିଷ ସାମନ୍ତରାୟ ଥିଲେ ସଭାପତି ।ପୂର୍ଵପରି ଆଶୀର୍ବାଦ ବେହେରା ଫାଓର ସମ୍ପାଦକ ହେଲେ । ଆସନ୍ତା ୨୧ରେ ଓଡ଼ିଶା ଫାଓର ନିର୍ବାଚନ ନିର୍ବାଚନ ପୂର୍ଵରୁ ସମସ୍ତ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହୋଇଥିବାର ଜଣାପଡିଛି।

ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍ ଅଟକାଇଲେ ମହିଳା

ଭୁବନେଶ୍ବର,୯ା୭(ଏସଏସନିଉଜ) ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌କୁ ଅଟକାଇଲେ ମହିଳାାମହିଳାଜଣଙ୍କ ରସୁଲଗଡ଼ ଛକରେ ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍ ଆଗକୁ ପଶି ଆସିଥିଲେ ।ମହିଳାଙ୍କ ହାଇଡ୍ରାମା ପାଇଁ କିଛି ସମୟ ଅଟକି ରହିଲା କାର୍‌କେଡ୍‌ାମହିଳାଜଣକୁ ପୋଲିସ ଉଠାଇ ନେଲା ପରେ କାର୍‌କେଡ୍ ଗଲାାତେବେ ମହିଳା ଜଣକ କିଏ ଏବଂ କାହିଁକି ଅଟକାଇଲେ , ତାହା ସ୍ପଷ୍ଟ ଜଣାପଡ଼ିନିା

ହାଇକୋର୍ଟରେ ରିଟ୍ ପିଟିସନ ଦାଏର କଲେ ଏଲିନା

ଭୁବନେଶ୍ୱର,୪।୭(ଏସଏସନିଉଜ)ଯାଜପୁରର ବଲେ ବଲେ ଢାବା ସିଲ୍ ଘଟଣାରେ ହାଇକୋର୍ଟରେ ରିଟ୍ ପିଟିସନ ଦାଏର କଲେ ଏଲିନାାପିଟିସନ ଦାଏର ପରେ ଏଲିନାଙ୍କ ଓକିଲଙ୍କ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଢାବା ସହ ଏଲିନା କିମ୍ବା ପରିବାର ଲୋକଙ୍କ ସମ୍ପର୍କ ନାହିଁ’ା ମିଥ୍ୟା ଖବର ଦ୍ବାରା ଏଲିନାଙ୍କ ସମ୍ମାନ ହାନି ହୋଇଛି ।ମିଥ୍ୟା ଖବର ଉପରେ ରୋକ ଲଗାଇବାକୁ ଓ ଘଟଣାର ତଦନ୍ତ ପାଇଁ ପିଟିସନ୍ ଦାଖଲ ହୋଇଛି ବୋଲି ଓକିଲ କହିଛନ୍ତି ।  

ଭୁବନେଶ୍ବରରେ ଜଷ୍ଟିସ ଅରଜିତ ପଶାୟତ

ଭୁବନେଶ୍ୱର,୪।୭(ଏସଏସ ନିଉଜ)ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ହେଉଛନ୍ତି ଜଷ୍ଟିସ ପଶାୟତାରତ୍ନଭଣ୍ଡାର ଖୋଲିବା ତାରିଖ ସରକାର ସ୍ଥିର କରିବେ ।ସରକାର ତାରିଖ ସ୍ଥିର କରିବା ପରେ ଖୋଲିବ ରତ୍ନଭଣ୍ଡାର ବୋଲି କହିଛନ୍ତି ।ଏହାପରେ ୮ ତାରିଖରେ ରତ୍ନଭଣ୍ଡାର ଖୋଲିବା ସମ୍ଭାବନା କମ୍ ଥିବାର ଅନୁମାନ କରାଯାଉଛି ।