୧୭ରେ ସରକାରୀ ଛୁଟି
ଭୁବନେଶ୍ବର, ୧୪ା୧(ଏସଏସନିଉଜ)ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ୟ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ […]