ଆଜିର ରାଶିଫଳ
ଜୁନ୍ ମାସ ୦୪ତାରିଖ୨୦୨୪ମସିହା(ମଙ୍ଗଳବାର)ଜ୍ୟେଷ୍ଠମାସ- କୃଷ୍ଣପକ୍ଷ ,ତିଥି- ତ୍ରୟୋଦଶୀ ରାତ୍ରି ଘ୧୦/୦୩ ଗତେ ଚତୁର୍ଦ୍ଦଶୀ ,ସୁର୍ୟୋଦୟ-ପ୍ରାତଃ ଘ୦୫ /୧୧/୩୯ ,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୬/ ୧୯/୩୧ ,ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୦/୦୩ ଗତେ ପଶ୍ଚିମେ ,ତ୍ରୟୋଦଶୀ ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ବିଛାରାଶିର ଘାତଚନ୍ଦ୍ର ,ମକରରାଶିର ଘାତବାର ,ଅଦ୍ୟ ମୃତେ ଏକପାଦଦୋଷ ରାତ୍ରି ଘ୧୧/୧୩ ଗତେ ଦ୍ଵିପାଦ ପୁଷ୍କରଦୋଷ ,କାଳବେଳା -ଦିବା ଘ୦୧/୨୫ ଗତେ ଘ୦ ୩/୦୪ ମଧ୍ୟେ ,ବାରବେଳା – ଦିବା ଘ୦୬/୪୮ ଗତେ ଘ୦୮/୨୬ ମଧ୍ୟେ ,ବିଶୁଦ୍ଧ ଅମୃତ ବେଳା- […]