ସିରିଜ ପୋଛିନେଲା ଭାରତ
ଭୁବନେଶ୍ୱର,୨୮/୭(ଏସ ଏସ ନିଉଜ) ୱେଷ୍ଟଇଣ୍ଡିଜକୁ ତୃତୀୟ ଦିନିକିଆରେ ହରାଇ ସିରିଜ ପୋଛିନେଇଛି ଭାରତ। ବର୍ଷା ବାଧାପ୍ରାପ୍ତ ତୃତୀୟ ଦିନିକିଆକୁ ୧୧୯ ରନରେ ଜିତିଛି ଭାରତ। ଶୁବମନ ପ୍ଲେୟାର ଅଫ୍ ଦି ମ୍ୟାଚ୍ ସହ ପ୍ଲେୟାର ଅଫ୍ ଦି ସିରିଜ ହୋଇଥିଲେ ।
Browsing category
ଭୁବନେଶ୍ୱର,୨୮/୭(ଏସ ଏସ ନିଉଜ) ୱେଷ୍ଟଇଣ୍ଡିଜକୁ ତୃତୀୟ ଦିନିକିଆରେ ହରାଇ ସିରିଜ ପୋଛିନେଇଛି ଭାରତ। ବର୍ଷା ବାଧାପ୍ରାପ୍ତ ତୃତୀୟ ଦିନିକିଆକୁ ୧୧୯ ରନରେ ଜିତିଛି ଭାରତ। ଶୁବମନ ପ୍ଲେୟାର ଅଫ୍ ଦି ମ୍ୟାଚ୍ ସହ ପ୍ଲେୟାର ଅଫ୍ ଦି ସିରିଜ ହୋଇଥିଲେ ।
କଟକ, ୧୬/୬(ଏସଏସନିଉଜ) ଆଜି ମୁହଁ ଖୋଲିଛନ୍ତି ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) । ଓସିଏର ମୁଖ୍ୟ କାର୍ୟ୍ୟନିର୍ବାହୀ ଅଧିକାରୀ ସୁବ୍ରତ ବେହେରା । ଗତ ରବିବାର ବାରବାଟୀଠାରେ ଅନୁଷ୍ଠିତ ଟି-୨୦ ମ୍ୟାଚରେ ହୋଇଥିବା ପାସ୍ କେଳେଙ୍କାରୀକୁ ନେଇ ଚର୍ଚ୍ଚାହେବାପରେ ଓସିଏ ପକ୍ଷରୁ ପ୍ରତିକ୍ରିୟା ରଖାଯାଇଛି । ବେହେରା ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଆମକୁ କେହି ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ।ଆମେ ବଦନାମ ହେଲେ ଅଭିଯୋଗ କରିବୁ ନାହିଁ କି ପୋଲିକୁ ମଧ୍ୟ ଏ ନେଇ ଅଭିଯୋଗ […]
କଟକ,୧୨/୬(ଏସଏସନିଉଜ)ବାରବାଟୀରେ ଭାରତୀୟ କ୍ରିକେଟ ପ୍ରେମୀଙ୍କୁ ନିରାଶ ହେବାକୁ ପଡିଛି । ଦ୍ବିତୀୟ ଟି ୨୦ରେ ମଧ୍ୟ ବିଜୟୀ ହୋଇଛି ଦକ୍ଷିଣ ଆଫ୍ରିକା । ଭାରତକୁ ୪ ଉଇକେଟରେ ହରାଇ ୫ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ରେ ଆଗୁଆ ରହିଛି ଭ୍ରମଣକାରୀ ଦଳ । ଭାରତ ଦ୍ୱାରା ଧାର୍ୟ୍ୟ ୧୪୯ ରନ୍ ର ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୧୮ ଓଭର ୨ଟି ବଲରେ ୬ ୱିକେଟ ହରାଇ ହାସଲ କରିନେଇଛି । ଦଳ ପକ୍ଷରୁ ହେନରିକ କ୍ଲାସେନ […]
ଭୁବନେଶ୍ୱର,୧୨/୬(ଏସ ଏସ ନିଉଜ)ଟସ ଜିତି ବୋଲିଂ କରିବ ଦକ୍ଷିଣ ଆଫ୍ରିକା । ଭାରତ – ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ରେ ଭାରତୀୟ ଟିମ ପ୍ରଥମେ ବ୍ୟାଟିଂ କରିବ । ଟସ ଜିତିବା ପରେ ଏହି ନିଷ୍ପତ୍ତି ନେଇଛନ୍ତି ଦକ୍ଷିଣ ଆଫ୍ରିକା ଅଧିନାୟକ ।ମ୍ୟାଚ ପାଇଁ ଉଭୟ ଦଳ ଅପରିବର୍ତ୍ତିତ ରହିଛି ।
ଭୁବନେଶ୍ୱର,୧୨/୬(ଏସ ଏସ ନିଉଜ)ଭୁବନେଶ୍ୱରରୁ ବାରବାଟୀ ଅଭିମୁଖେ ଯାଉଛନ୍ତି ୨ ଟିମ୍ ।ସ୍ବତନ୍ତ୍ର ବସ୍ ଯୋଗେ ବାରବାଟୀ ଷ୍ଟାଡିୟମ ଯାଉଛନ୍ତି ଭାରତ ଏବଂ ଦକ୍ଷିଣ ଆଫ୍ରିକା ୨ ଟିମ୍।ସନ୍ଧ୍ୟା ୭ଟାରେ ବାର ବାଟୀରେ ଉଭୟ ଟିମ୍ ମୁହାଁମୁହିଁ ହେବେ ।
କଟକ,୧୨/୬(ଏସ ଏସ ନିଉଜ)ଦର୍ଶକଙ୍କ ପାଇଁ ଖୋଲିଲା ବାରବାଟୀ ଷ୍ଟାଡିୟମର ଗେଟ୍ ।ସନ୍ଧ୍ୟା ୭ଟାରେ ଦକ୍ଷିଣ ଆଫ୍ରିକାକୁ ଭେଟିବ ଭାରତ ।ଦୀର୍ଘ ଦିନ ପରେ ବାରବାଟୀରେ ମ୍ୟାଚ ହେଉଥିବାରୁ ଦର୍ଶକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି ।ଯାହାଫଳରେ ଷ୍ଟାଡିୟମ ବାହାରେ ଦର୍ଶକଙ୍କ ଲମ୍ବା ଲାଇନ୍ ରହିଛି ।
ଭୁବନେଶ୍ୱର,୧୨/୬(ଏସ ଏସ ନିଉଜ)ବାରବାଟୀ ଆସୁଛନ୍ତି BCCI ସଭାପତି ସୌରଭ ଗାଙ୍ଗୁଲି । ୧ଟା ୧୫ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସଂଧ୍ୟା ୫ଟାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଦାଦା ।ଏହା ପରେ ବାରବାଟୀ ଯାଇ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ଦେଖିବେ ବୋଲି ଜଣାପଡିଛି ।
ଭୁବନେଶ୍ୱର,୮/୬(ଏସ ଏସ ନିଉଜ)୧୦ରେ ଭୁବନେଶ୍ୱରରେ ପହଞ୍ଚିବେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଦଳ।ଦର୍ଶକଙ୍କ ମଧ୍ୟରେ ଆସନ୍ତା ୧୨ ତାରିଖରେ ବାରବାଟୀରେ ହେବ ଇଣ୍ଡିଆ-ସାଉଥ ଆଫ୍ରିକା ଟି-ଟ୍ୱେଣ୍ଟି ମ୍ୟାଚ୍ | ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି | କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି | ଏଥିପାଇଁ ୧୦ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଦଳ। ହୋଟେଲ ବୁକିଂ ସରିଥିବା ବେଳେ ଏନର୍ଜି ଓ ଡାଏଟ ଫୁଡ୍ ପାଇଁ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ […]
କଟକ,୭/୬(ଏସଏସନିଉଜ) କଟକ ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୧୨ ତାରିଖରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ହେବ । ମ୍ୟାଚ୍ ପାଇଁ ପ୍ରସ୍ତୁତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆଜିଠାରୁ ମ୍ୟାଚ ପାଇଁ ସକାଳ ୧୦ ଟାରୁ ଅଫଲାଇନ ଟିକେଟ ବିକ୍ରି ଆରମ୍ଭ ହୋଇଛି । ମଙ୍ଗଳବାର ଏବଂ ବୁଧବାର ପ୍ରଥମେ ଓସିଏ ସହ ଅନୁବନ୍ଧିତ ଥିବା ସ୍କୁଲ, କଲେଜ, କ୍ଲବ ଆଦିଙ୍କୁ ଆଜି ଟିକେଟ ବିକ୍ରି କରାଯିବ । ଏହାପରେ ୯ ଏବଂ ୧୦ ତାରିଖରେ […]
ଭୁବନେଶ୍ୱର, ୭/୬(ଏସଏସନିଉଜ) କଟକ ବାରବାଟୀରେ ୧୨ ତାରିଖରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଥମ ଟିକଟ କିଣିଛନ୍ତି । ନବୀନ ନିବାସରେ ଓସିଏର ସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଟିକଟ ପ୍ରଦାନ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ ଙ୍କ ସହିତ ଏଚ୍ଡିଏଫ୍ସି ବ୍ୟାଙ୍କର ଆଞ୍ଚଳିକ ମୁଖ୍ୟ ଦୀପକ ସିଂହ ଓ ଉପସଭାପତି ଅନିମେଷ […]