ସମୁଦ୍ରରେ ଲୀନ ହେବ ଶେଷ ସନ୍ତକ
୧. ସେପ୍ଟେମ୍ବର ୧ରୁ ଖୋଲିବ ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି ଉଦ୍ୟାନ । ୨. ସମୁଦ୍ରରେ ଲୀନ ହେବାକୁ ବସିଲାଣି ସାତଭାୟାର ଶେଷ ସନ୍ତକ, ଗଭୀର ସମୁଦ୍ର ଆଁରେ ଐତିହ୍ୟ । ୩. କାବୁଲ ବିମାନବନ୍ଦରରେ ଆଇଏସ୍-ଖୋରାସାନ୍ର ବିସ୍ଫୋରଣ ଉଦ୍ୟମ ପଣ୍ଡ କରିବାକୁ ଯାଇ ରବିବାର ଆମେରିକା କରିଥିବା ଡ୍ରୋନ୍ ଷ୍ଟ୍ରାଇକ୍ରେ ୧୦ ଆଫ୍ଗାନ୍ଙ୍କ ମୃତ୍ୟୁ ଘଟିଛି । ୪. ଅମିତାଭ ବଚ୍ଚନଙ୍କ ସହ ‘କୌନ ବନେଗା କରୋଡପତି’ ଖେଳିବା ଦେଶବନ୍ଧୁଙ୍କୁ ପଡିଲା ମହଙ୍ଗା, ଅଟକିଲା ୩ […]