କ୍ୟାରିୟର ବରବାଦ କରିଦେବି. . .
୧-ବିଦ୍ୟୁତ୍ ଆଘାତରେ ସମ୍ବଲପୁର କମେଡିଏନ୍ ମିଷ୍ଟର୍ ଡୋଲୁଙ୍କ ପରଲୋକ । ୨–ଜୁନ ୧୭ ଯାଏଁ ବଢ଼ିଲା ଲକଡାଉନ, ସପ୍ତାହାନ୍ତ ସଟଡାଉନ ବି ଜାରି ରହିବ । ୩-କେବଳ ୩ଟି ଜିଲ୍ଲା ନୂଆପଡା, ଗଜପତି ଓ ସୁନ୍ଦରଗଡରେ କଟକଣା କୋହଳ କରାଯାଇଛି । ଏହି ୩ ଜିଲ୍ଲାରେ ଦିନ ୧ଟା ଯାଏଁ ଦୋକାନ ବଜାର ଖୋଲାରହିବ । ଏହାବାଦ ଅନ୍ୟ ସମସ୍ତ ଜିଲ୍ଲାରେ ପୂର୍ବଭଳି ୧୧ଟା ଯାଏଁ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ କିଣାବିକା କରିପାରିବେ । ୪-ୟାସ୍ ମୁକାବିଲା: […]