କରୋନା ଭିତରେ କଳସଯାତ୍ରା
୧-ଦେଶରେ ଆସିବ କରୋନାର ତୃତୀୟ ଲହର, ସତର୍କ କରାଇଲେ ସରକାର, ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ . ୨-ନୂଆ ଷ୍ଟ୍ରେନକୁ ରୋକିବା ପାଇଁ ଭ୍ୟାକ୍ସିନର ଅପଡେଟ ଦରକାର । କେନ୍ଦ୍ର ସରକାରଙ୍କ ପରାମର୍ଶଦାତାଙ୍କ ସୂଚନା । ୩-ଆସନ୍ତା ୩ ଦିନରେ ରାଜ୍ୟଗୁଡିକୁ ଦିଆଯିବ ୩୬ ଲକ୍ଷରୁ ଅଧିକ ଟିକା । ୪-ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ମମତା ବାନାର୍ଜୀଙ୍କୁ ଅଭିନନ୍ଦନ ଜଣାଇଲେ ମୋଦୀ । ୫-ପଶ୍ଚିମବଙ୍ଗରେ ଟିଏମସିର ରାଜନୈତିକ ହିଂସା ବିରୋଧରେ ବିଜେପି ପକ୍ଷରୁ ଦେଶବ୍ୟାପୀ […]