ଆଜିର ରାଶିଫଳ
ଜୁନ ମାସ ୧୨ ତାରିଖ ୨୦୨୧ ମସିହା(ଶନିବାର)ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ,ତିଥି-ଦ୍ଵିତୀୟା ,ନକ୍ଷତ୍ର- ଆର୍ଦ୍ର,,କନ୍ୟା ରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ବୋଇତି କଖାରୁ , ପୋଟଳ ଭକ୍ଷଣ ନିଷେଧ | ମେଷ – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା […]