ଆଜିର ରାଶିଫଳ
ଫେବୃଆରୀ ୨୦ ତାରିଖ ୨୦୨୧ ମସିହା(ଶନିବାର),ମାଘମାସ-ଶୁକ୍ଳପକ୍ଷ,ତିଥି- ଅଷ୍ଟମୀ,ବିଛା ରାଶି ର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶି ର ଘାତବାର,ଅଷ୍ଟମୀ ର ଏକୋଦିଷ୍ଟ ଶ୍ରାଦ୍ଧ,ନଡ଼ିଆ ଓ ଲାଉ ଭକ୍ଷଣ ନିଷେଧ । ମେଷ:-ଦିନ ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ। ବୃଷ:-କମ ସମୟରେ ଅଧିକ ଲାଭ ପାଇବା ବିଚାରରେ […]