ଭୁବନେଶ୍ୱର,୧୬ା୪(ଏସଏସନିଉଜ) ସିବିଆଇ ଅଫିସ୍ରେ ପହଞ୍ଚିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିୱାଲ। ଦିଲ୍ଲୀ ମଦଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ କେଜରିୱାଲ ହାଜର ହୋଇଛନ୍ତି। ସିବିଆଇର ସମନପରେ ହାଜର ହୋଇଛନ୍ତି କେଜରିୱାଲ ।ମୁଁ କିଛି ଭୁଲ୍ କରିନାହିଁ ତ ଲୁଚେଇବି କଣପାଇଁ ବୋଲି କହିଛନ୍ତି । ଉଈଓ ଯାହା ବି ପଚାରିବେ ସଚ୍ଚୋଟ୍ ଭାବେ ଉତ୍ତର ଦେବି ବୋଲି କହିଛନ୍ତି ଦିଲ୍ଲୀମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲା