ଛାତଡେଇଁ ଚମ୍ପଟ୍‌ ମାରିଲେ ଜେଇ

ଭୁବନେଶ୍ୱର,୩୦।୧୧(ଏସଏସନିଉଜ)ଭିଜିଲାନ୍ସ ଜାଲରେ ଭୁବନେଶ୍ୱର RWS&Sର କନିଷ୍ଠ ଯନ୍ତ୍ରୀ କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ।ସୁନୀଲଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଥିବାବେଳେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ରେଡ୍‌ ଚାଲିଛି। ଭୁବନେଶ୍ୱର ଓ ଗଞ୍ଜାମର ୫ଟି ସ୍ଥାନରେ ଚାଲିଛି ରେଡ୍‌।ଭିଜିଲାନ୍ସ ରେଡ୍‌ ବେଳେ ଘର ଛାତ ଡେଇଁ ଚମ୍ପଟ୍‌ ମାରିଲେ ଜେଇ। ଭୁବନେଶ୍ୱର ଜାଗମରା ସ୍ଥିତ ଘରେ ଭିଜିଲାନ୍ସ ପହଞ୍ଚିବା କ୍ଷଣି ଖସିଗଲେ। ଜେଇ ସୁନୀଲ ପାଢ଼ୀ ଘର ଛାତକୁ ଯାଇ ପଡ଼ିଶା ଛାତକୁ ଡେଇଁ ଚମ୍ପଟ୍‌ ମରିଥିବାର ଜଣାପଡିଛି।

Comments (0)
Add Comment