ଭୁବନେଶ୍ବର,୧୦।୧(ଏସଏସନିଉଜ)ନବନିର୍ମିତ ଅଯୋଧ୍ୟା ବିମାନ ବନ୍ଦର ସୁରକ୍ଷା ଦାୟିତ୍ବ ନେଇଛି CISF।ମହର୍ଷି ବାଲ୍ମୀକି ଅନ୍ତର୍ଜାତୀୟ ବିମାନ ବନ୍ଦର ସୁରକ୍ଷା ଦାୟିତ୍ବ ହସ୍ତାନ୍ତର ହୋଇଛି।ଆସନ୍ତା କିଛିଦିନ ମଧ୍ୟରେ ଆବଶ୍ୟକ CISF ୟୁନିଟ୍ ମୁତୟନ ହେବ।
୨୨ରେ ପ୍ରାଣପ୍ରତିଷ୍ଠା ଉତ୍ସବରେ ବହୁ ବିଶିଷ୍ଟବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।