କରୋନାରେ ଆକ୍ରାନ୍ତ ହେଲେ ତାରା ପ୍ରସାଦ ବାହିନୀପତି

ଭୁବନେଶ୍ୱର, ୬/୬(ଏସ୍‌ଏସ୍‌ନିୟୁଜ) ଜୟପୁର ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।ତାଙ୍କର ପିଜିଟିଭ୍ ରିପୋର୍ଟ ଆସିବା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବାନେଇ ତାଙ୍କ ପତ୍ନୀ ତଥା କୋରାପୁଟ ଜିଲ୍ଲା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତି ସୂଚନା ଦେଇଛନ୍ତି।

Comments (0)
Add Comment