କରୋନାରେ ସଂକ୍ରମିତ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୯/୪(ସତ୍ୟସନ୍ଧାନ ଡେସ୍କ)ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କରୋନାରେ ସଂକ୍ରମିତ ହୋଇଛନ୍ତି ।ସଂକ୍ରାମିତ ହେବାପରେ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହସ୍ପିଟାଲରେ ଭର୍ତ୍ତି ହେବା ପରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା କିପରି ଅଛି ସେନେଇ ଯାଂଚ ଚାଲିଛି ।

Comments (0)
Add Comment