ଭୁବନେଶ୍ୱର,୧୩।୯(ଏସଏସନିଉଜ)ଏହି ମାସରେ ବହୁତ କିଛି ହେବ।ଯେତେବେଳେ ମୋଦି ଓଡିଶା ଗସ୍ତରେ ଆସନ୍ତି କିଛି ଦେଇକରି ଯାଇଥାନ୍ତି।ବୋର୍ଡନିଗମ,ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବଡ଼ ସୂଚନା ଦେଲେ ବିଜେପି ରାଜ୍ୟପ୍ରଭାରୀ ବିଜୟପାଲ ସିଂ ତୋମାର।ଏହି ମାସରେ ବହୁତ କିଛି ହେବାକୁ ଯାଉଛି ବୋଲି କହିଛନ୍ତି।ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତରେ ଆସୁଛନ୍ତି।ପ୍ରଧାନମନ୍ତ୍ରୀଙ୍କ ଫୋକସ୍ରେ ସବୁବେଳେ ଯୁବବର୍ଗ ଓ ଏହା ତାଙ୍କର ପ୍ରାଥମିକତା ବୋଲି ତୋମାର କହିଛନ୍ତି।