ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି

ଭୁବନେଶ୍ୱର,୨୨ା୨(ଏସଏସନିଉଜ)ନବଦାସ ହତ୍ୟାପ୍ରସଙ୍ଗରେ ଗୃହରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଆମେରିକାର ତଦନ୍ତକାରୀ ସଂସ୍ଥା ୠଈଓର ସହାୟତା ଲୋଡ଼ା ଯାଇଛିା ୠଈଓ ବିହେଭିୟୋରାଲ ସପୋର୍ଟ ୟୁନିଟ ସହ ଯୋଗସୂତ୍ର ପାଇଁ ଗୃହ ମନ୍ତ୍ରାଳୟକୁ ଅନୁରୋଧ କରାଯାଇଛିା ତଦନ୍ତର କୌଣସି ଦିଗକୁ ଛଡ଼ା ଯାଉନାହିଁ ବୋଲି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ବିଧାନସଭାରେ ବିବୃତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ।

Comments (0)
Add Comment