ବିଶିଷ୍ଟ ଅଭିନେତା ଦିଲ୍ଲୀପ କୁମାରଙ୍କ ପରଲୋକ

ଭୁବନେଶ୍ୱର,୭/୭(ଏସ ଏସ ନିୟୁଜ)ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ଦିଲ୍ଲୀପ କୁମାର ୯୮ ବର୍ଷ ବୟସରେ ପରଲୋକ ହୋଇଛି।
ହିନ୍ଦି ସିନେମାରେ ଟ୍ରାଜେଡି କିଙ୍ଗ୍ ଭାବେ ପରିଚିତ ଦିଲ୍ଲୀପ ମୁମ୍ବାଇ ହିନ୍ଦୁଜା ହସ୍ପିଟାଲରେ ଦୀର୍ଘଦିନ ଧରି ଚିକିତ୍ସା ରେ ଥିଲେ।ଚିକିତ୍ସା ଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।ଦିଲୀପ ସକାଳ ୭.୩୦ମିନଟି ରେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି।ଯାହାକୁ ନେଇ ବଲିଉଡ ଜଗତରେ ଶୋକର ଛାୟା ଖେଳିଯାଇଛି।

Comments (0)
Add Comment