ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ

ଭୁବନେଶ୍ୱର,୧୨/୬(ଏସ ଏସ ନିୟୁଜ)ଝାରପଡ଼ା ଜେଲ୍‌ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ ଜେଲରୁ ବାହାରିଛନ୍ତି। ତେବେ ଜେଲରୁ ବାହାରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେ କୌଣସି ପ୍ରତିକ୍ରିୟା ଦେଇ ନାହାନ୍ତି।

Comments (0)
Add Comment