କଳାହାଣ୍ଡି ଓ ରାୟଗଡ଼ାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର,୭/୮(ଏସ ଏସ ନିଉଜ)ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି ।୪୮ ଘଣ୍ଟା ଭିତରେ ଅବପାତର ରୂପ ନେବା ସମ୍ଭାବନା ରହିଛି ।ଏଥିପାଇଁ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲା ଲାଗି ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।କଳାହାଣ୍ଡି, ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।

Comments (0)
Add Comment