ମନୋଜସିହ୍ନା ଜମ୍ମୁ-କାଶ୍ମୀରର ନୂଆ ଉପ ରାଜ୍ୟପାଳ

ଶ୍ରୀନଗର ୬/୮(ସତ୍ୟସନ୍ଧାନଡେସ୍କ)ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନୋଜ ସିହ୍ନାଙ୍କୁ ଜମ୍ମୁ-କାଶ୍ମୀରର ନୂଆ ଉପ ରାଜ୍ୟପାଳ ଭାବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତ କରିଛନ୍ତି ।ରାଷ୍ଟ୍ରପତି ଭବନ ପକ୍ଷରୁ ଏନେଇ ଘୋଷଣା କରାଯାଇଛି।

Comments (0)
Add Comment