ମୁଇଜୁ ମାଳଦ୍ୱୀପ ରାଷ୍ଟ୍ରପତି

ଭୁବନେଶ୍ୱର,୧ା୧୦(ଏସଏସନିଉଜ) ଆସିଲା ମାଳଦ୍ୱୀପ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ।ମହମ୍ମଦ ମୁଇଜୁ ମାଳଦ୍ୱୀପ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି। ପ୍ରତିଦ୍ୱନ୍ଦ୍ୱୀ ମହମ୍ମଦ ସଲିହଙ୍କୁ ହରାଇ ୫୪ ପ୍ରତିଶତ ଭୋଟ୍ ସହ ମୁଇଜୁ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତିି। ମହମ୍ମଦ ମୁଇଜୁ ଚୀନ୍ ସମର୍ଥକ ଭାବେ ଜଣାଶୁଣା। ବିପୁଳ ବିଜୟ ପରେ ମୁଇଜୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀନରେନ୍ଦ୍ର ମୋଦି।ଏହି ନିର୍ବାଚନ ଉପରେ ଉଭୟ ଭାରତ ଓ ଚୀନ୍‌ର ନଜର ଥିଲା। ରଣନୀତି ଦୃଷ୍ଟିକୋଣରୁ ମାଳଦ୍ୱୀପ ଉଭୟ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ ବହନ କରିଛି ।

 

Comments (0)
Add Comment