ନୂତନ ତାଲିମକେନ୍ଦ୍ର ଉଦଘାଟିତ

ମେଣ୍ଢାଶାଳ,୧।୨ (ଏସଏସନିଉଜ) ଛତାବର ପାଖରେ ଥିବା ମହାତ୍ମାଗାନ୍ଧୀ ଜେଲ ଏକାଡେମୀ ପରିସରରେ ମଙ୍ଗଳବାର ଦିନ ଏକ ନୂତନ ତାଲିମ କେନ୍ଦ୍ର ଉଦଘାଟିତ ହୋଇଯାଇଛି।ଏହାକୁ ଆନୁଷ୍ଠାନିକଭାବେ ଜେଲ ବିଭାଗ ଡିଜି ମନୋଜ କୁମାର ଛାପ୍ରା ଉଦଘାଟନ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ଡିଆଇଜି ଶୁଭକାନ୍ତ ମିଶ୍ର, ଡେ଼ପୁଟି ଡ଼ାଇରେକ୍ଟର ମନୋଜ କୁମାର ମହାଳିକ,ଆଡ଼ସିନାଲ ଡ଼ାଇରେକ୍ଟର ବିରକିଶୋର ଦାସ,ଆସିଷ୍ଟାଣ୍ଡ ଡ଼ାଇରେକ୍ଟର (ଟ୍ରେନିଂ) ସମୀର କୁମାର ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇ ତାଲିମ ଗ୍ରହଣ କରିଥିବା ଜେଲ ବିଭାଗ କର୍ମଚାରୀଙ୍କୁ ଜେଲସଂସ୍କାର ଉପରେ ମତବ୍ୟକ୍ତ କରିଥିଲେ।(ପଦ୍ମଚରଣ ବଡ଼ଜେନାଙ୍କ ରିପୋର୍ଟ)

Comments (0)
Add Comment