ନିଲମ୍ବିତ ହେଲେ ୩ ସରକାରୀ ଅଧିକାରୀ

ଯାଜପୁର,୮/୮(ଏସଏସନିୟୁଜ) ମନରେଗା ଯୋଜନାର ବିଭିନ୍ନ କାର୍ଯ୍ୟକ୍ରମରେ   ବ୍ୟାପକ ଅନିୟମିତତା ହୋଇଥିବାର ଅଭିଯୋଗ ଆଧାରରେ ଯାଜପୁର ଜିଲ୍ଲାପାଳ ତିନି ସରକାରୀ ଅଧିକାରୀଙ୍କୁ ନିଲମ୍ବିତ କରିଥିବା ଜଣାପଡିଛି । ବିଂଝାରପୁର ବ୍ଲକ ଜରୀ ପଞ୍ଚାୟତରେ ବ୍ୟାପକ ଅନିୟମିତତା ଅଭିଯୋଗରେ ପଞ୍ଚାୟତର ପିଇଓ ପ୍ରକାଶ କୁମାର ଜେନା, ଜିଆରଏସ ପାର୍ଥସାରଥୀ ଥାଟୋଇ ଏବଂ କନିଷ୍ଠ ଯନ୍ତ୍ରୀ ତୁଷାର କୁମାର ପାତ୍ରଙ୍କୁ ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କୁ ନିଲମ୍ବନ କରିଛନ୍ତି।

Comments (0)
Add Comment