ପୁଣି ଜଳିଲା

ଭୁବନେଶ୍ୱର,୧୨/୬(ଏସ ଏସ ନିଉଜ) ମାର୍କେଟ୍‌ ବିଲ୍ଡିଂ ନିକଟରେ ଥିବା କେଶରୀ ମଲ୍‌ର ପ୍ରଥମ ଓ ଦ୍ୱିତୀୟ ମହଲାରେ ଅଗ୍ନିକାଣ୍ଡ ଘଟିଛି।ଅଗ୍ନିକାଣ୍ଡର କାରଣ ଜଣା ପଡ଼ିନାହିଁ। ଅଗ୍ନିକାଣ୍ଡ ଯୋଗୁ ପୁରା ମଲ୍‌ ଧୂଆଁମୟ ହୋଇଯାଇଥିଲା। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ପ୍ରୟାସ ଚଳାଇଛନ୍ତି।

Comments (0)
Add Comment