ପୁଣି ବଢିଲା ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁୁବନେଶ୍ୱର,୧୨/୧(ଏସଏସନିୟୁଜ)ପୁଣି ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିଛି । ଆଜି ଆଉ ୬୭ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି । ଏହାପୂର୍ବରୁ ଜାନୁୟାରୀ ୧୦ ତାରିଖରେ ରାଜ୍ୟରେ ୨୮ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ ।

Comments (0)
Add Comment