ପୁଣି ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର,୬/୧୦(ଏସ ଏସ ନିୟୁଜ) ପୁଣି ରାଜଧାନୀ ଭୁବନେଶ୍ୱରକୁ ଫେରିଛି ‘କଣ୍ଟେନମେଣ୍ଟ ଜୋନ୍ ।ରାଜଧାନୀର ଫରେଷ୍ଟ ପାର୍କ ସ୍ଥିତ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟର ୧୦ଟି ଫ୍ଲାଟରେ ଏକାଧିକ ସଂକ୍ରମିତଙ୍କ ଚିହ୍ନଟ ପରେ ତାହାକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଛି ବିଏମ ସି।କଣ୍ଟେନମେଣ୍ଟ ଜୋନ ଘୋଷଣା ହେବା ପରେ ଉକ୍ତ ଅଞ୍ଚଳରେ ପ୍ରବେଶ ଓ ପ୍ରସ୍ଥାନ ଉପରେ ବିଏମସି ପକ୍ଷରୁ କଟକଣା ଲାଗୁ କରାଯାଇଛି ।

Comments (0)
Add Comment