ରାଜ୍ୟକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର, ୨୦/୬(ଏସଏସନିଉଜ) ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ପ୍ରବାହିତ ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।ଏହାର ପ୍ରଭାବରେ ଆଜିଠୁ ୫ ଦିନ ଯାଏଁ ରାଜ୍ୟର ଉପକୂଳ ଓଡ଼ିଶା ଯଥା, ବାଲେଶ୍ୱର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, ଗଜପତି, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ବୋଲି ଆଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

 

Comments (0)
Add Comment