ଭୁବନେଶ୍ୱର,୬।୬(ଏସଏସନିଉଜ)ବେଙ୍ଗାଲୁରୁ ଚିନ୍ନାସ୍ବାମୀ ଷ୍ଟାଡିୟମ୍ ବାହାରେ ଦଳାଚକଟା ଘଟଣାରେRCB ମାର୍କେଟିଂ ହେଡ୍ ନିଖିଲ ସୋସଲେଙ୍କୁ ଗିରଫ କରାଯାଇଛି।ଏୟାରପୋର୍ଟରୁ ଗିରଫ କରିଛି ବେଙ୍ଗାଲୁରୁ ପୋଲିସ।ମୁମ୍ବାଇ ପଳାଇବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ଗିରଫ କରିଥିଲା।ଅନ୍ୟ ୩ଜଣଙ୍କୁ ମଧ୍ୟ ଅଟକ ରଖି ପୋଲିସର ପଚରାଉଚରା ଆରମ୍ଭ କରିଛି।