ଭୁବନେଶ୍ୱର,୧୬।୭(ଏସଏସନିଉଜ)ଆଜି ପାଇଁ ମହାପ୍ରଭୁଙ୍କ ରଥଟଣା ସରିଲା।ମାର୍କେଟ୍ ଛକରେ ଅଟକିଲା ବଳଭଦ୍ରଙ୍କ ତାଳଧ୍ବଜ।ମରିଚିକୋଟଛକରେ ଅଟକିଲା ସୁଭଦ୍ରାଙ୍କ ଦର୍ପଦଳନ।କାଳିଆସାଆନ୍ତଙ୍କ ନନ୍ଦିଘୋଷ ଅଳ୍ପବାଟ ଗଡ଼ି ଅଟକିଲା।କାଲି ପୁଣିଥରେ ଟଣାଯିବ ମହାପ୍ରଭୁଙ୍କ ୩ରଥ।