ସିଲିଣ୍ଡର ପିଛା ବଢିଲା ୫୦

ନୂଆଦିଲ୍ଲୀ, ୬/୭(ଏସଏସନିଉଜ) କିଛି ଦିନର ବ୍ୟବଧାନ ପରେ ପୁଣି ଘରୋଇ ଏଲପିଜି ସିଲିଣ୍ଡର ଦରରେ ବୃଦ୍ଧି କରାଯାଇଛି । ୧୪.୨ କେଜି ଏଲପିଜି ସିଲିଣ୍ଡର ପିଛା ୫୦ଟଙ୍କା ବୃଦ୍ଧି କରାଯାଇଥିବା ବେଳେ ୫ କେଜିର ଛୋଟ ସିଲିଣ୍ଡରର ଦାମ ୧୮ଟଙ୍କା ବୃଦ୍ଧି କରାଯାଇଛି ।

Comments (0)
Add Comment