ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୧୪୪

ପୁରୀ,୨୨/୬(ଏସଏସନିୟୁଜ) କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନ ସମାଗମକୁ ବାରଣ କରିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରରେ ୧୪୪ ଜାରି କରାଯାଇଛି । ଏହିସମୟରେ ଅନୁମତି ପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ବ୍ୟତୀତ ଅନ୍ୟ କାହାରିକୁ ପ୍ରବେଶ କରାଯିବ ନାହିଁ। ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଥିବାବେଳେ ଆସନ୍ତାକାଲି ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ପର୍ଯ୍ୟନ୍ତ କଟକଣା ଲାଗୁ ରହିବ ବୋଲି ଜଣାପଡିଛିା

Comments (0)
Add Comment