ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର,୨୧।୯(ଏସଏସନିଉଜ)ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଚିହ୍ନଟ ହୋଇଛି।ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଦେଖିବାକୁ ମିଳିଛି।ପଶ୍ଚିମ, ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ।ପରବର୍ତ୍ତୀ ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବା ନେଇ ସୂଚନା ମିଳିଛି।

Comments (0)
Add Comment