ଭିଜିଲାନ୍ସ ଜାଲରେ ଇଡକଲ୍ ଡେପୁଟି ମ୍ୟାନେଜର

ଭୁବନେଶ୍ୱର,୨୦/୧୨(ଏସଏସ ନିଉଜ)ଭିଜିଲାନ୍ସ ଜାଲରେ ପଡିଲେ ଇଡକଲ୍ ଡେପୁଟି ମ୍ୟାନେଜର ଗୟା ସାଁନ୍ତରା। ଇଡ୍‌କଲ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର ଗୟା, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍ ଚାଲିଥିବା ବେଳେ ଭୁବନେଶ୍ୱର, କୋରାପୁଟ, ରାୟଗଡ଼ା, ନୟାଗଡ଼ରେ ଚାଲିଛି ରେଡ୍।

Comments (0)
Add Comment