ସୋର,୧୯।୨(ଏସଏସନିଉଜ)ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି ଭାରପ୍ରାପ୍ତ ତହସିଲଦାର ଦୈତାରୀ ମଲ୍ଲିକ ।୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ।ପଥର ଗାଡ଼ି ଛାଡ଼ିବାକୁ ନେଇ ଅଫିସ୍ ଭିତରେ ନେଉଥିଲେ ଲାଞ୍ଚ।ପୂର୍ବ ପ୍ରସ୍ତୁତି ଅନୁଯାୟୀ ଭିଜିଲାନ୍ସ ମାଡ଼ିବସିଥିଲା।