ଆଜି ଆସିକା ବନ୍ଦ

0 109

ଆସିକା,୧୦।୮(ଏସଏସ ନିଉଜ)ଗଞ୍ଜାମ ଜିଲ୍ଲା ଆସିକା ଓକିଲ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଋଷିକୁଲ୍ୟା ଜିଲ୍ଲା ଦାବିରେ ଆଜି ଆସିକା ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ।ଯାହାଫଳରେ ଦୋକନାବଜାର ସହ ଶିଷାନୁଷ୍ଠାନ, କୋର୍ଟ, ବ୍ୟାଙ୍କ କଲେଜ ବନ୍ଦ ରହିଥିବାର ଜଣାପଡିଛି।ଆସିକା ସମେତ ଧରାକୋଟ, ଶେରଗଡ଼, ସାନଖେମୁଣ୍ଡି, କବିସୂର୍ଯ୍ୟନଗର, ବେଗୁନିଆପଡା, ପୋଲସରା, ହିଞ୍ଜିଳିକାଟୁ ସମେତ ୮ ବ୍ଲକକୁ ନେଇ ୧୯୯୩ ମସିହାରୁ ନୂଆଋଷିକୂଲ୍ୟା ଜିଲ୍ଲା ଗଠନ ପାଇଁ ଦାବି ହୋଇଆସୁଅଛି।

Leave A Reply

Your email address will not be published.