ଆଜି ରାଜ୍ୟ କ୍ୟାବିନେଟ ବୈଠକ

0 186

ଭୁବନେଶ୍ୱର,୨୧/୧୦(ଏସଏସ ନିଉଜ)ଆଜି ରାଜ୍ୟ କ୍ୟାବିନେଟ ବୈଠକ ବସିବାକୁ ଥିବାବେଳେ ୮ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର।ରାଜସ୍ୱ, ପାନୀୟ ଜଳ ଯୋଗାଣ, କୃଷି, ସାଧାରଣ ପ୍ରଶାସନ, ପରିବହନ, ପୂର୍ତ୍ତ ଓ କ୍ରୀଡ଼ା ବିଭାଗର ବିଭିନ୍ନ ବିଷୟ ଉପରେ ହୋଇପାରେ ଆଲୋଚନା । ବିଶେଷକରି ବୈଠକରେ କ୍ରୀଡ଼ା ଓ ଶିକ୍ଷା ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର।

Leave A Reply

Your email address will not be published.