ଆନ୍ଦୋଳନକୁ ଓହ୍ଲାଇବ ରାଜ୍ୟ ଡ୍ରାଇଭରସଂଘ

0 44

ଭୁବନେଶ୍ୱର,୪ା୧(ଏସଏସନିଉଜ)କେନ୍ଦ୍ର ସରକାରଙ୍କ ହିଟ ଆଣ୍ଡ ରନକୁ ନେଇ ହୋଇଥିବା ନୂଆ ଆଇନ୍ କୁନେଇ ଆଜିଠାରୁ ଡ୍ରାଇଭର ସଂଘର ସମଗ୍ର ଭାରତରେ ଷ୍ଟିୟରିଂ ଛାଡ ଆନ୍ଦୋଳନ ଡାକରା ଦିଆଯାଇଛି ।ଏଥିରେ ରାଜ୍ୟଡ୍ରାଇଭର ମହାସଂଘ ସାମିଲ ହେବାକୁ ଯାଉଛି । ନୂଆଆଇନ୍ ଅନୁସାରେ ହିଟ୍ ଏଣ୍ଡ ରନ୍ ପାଇଁ ୧୦ ବର୍ଷ ପର‌୍ୟ୍ୟନ୍ତ ଜେଲ ଦଣ୍ଡ ସହ ୭ ଲକ୍ଷ ଟଙ୍କା ଫାଇନ୍ ଆଦାୟ ଓ ଦୀର୍ଘଦିନ ଧରି ରାଜ୍ୟସରକାରଙ୍କ ନିକଟରେ କରାଯାଇଥିବା ଦାବିକୁ ନେଇ ଓଡିଶାର ସମସ୍ତ ଡ୍ରାଇଭରମାନେ ଆଗାମୀ ଦୁଇଦିନ ମଧ୍ୟରେ ନିଜ ଗାଡିକୁ ଘରେ କିମ୍ବା ନିଜ ମାଲିକଙ୍କ ଜିମା ଦେଇ ଆନ୍ଦୋଳନରେ ସାମିଲ ହେବାନେଇ ସୂଚନା ଦେଇଛନ୍ତି ରାଜ୍ୟ ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି ।

Leave A Reply

Your email address will not be published.