ଆଜିର ରାଶିଫଳ

0 257

ମଇ ମାସ ୧୧ ତାରିଖ ୨୦୨୨ ମସିହା(ବୁଧବାର)ବୈଶାଖ-ଶୁକ୍ଳପକ୍ଷ,ତିଥି- ଦଶମୀ, ସୁର୍ୟୋଦୟ-ପ୍ରାତଃ ଘ୦୫/୧୭/୨୦, ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୯/୫୯,କର୍କଟ ରାଶିର ଘାତବାର,ବୃଷ ରାଶିର ଘାତଚନ୍ଦ୍ର,ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, କଳମ ଶାଗ , ଶିମ୍ବ ଭକ୍ଷଣ ନିଷେଧ।
🐏ମେଷ👉ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧା ବିଘ୍ନ ଦୂର ହେବ । ଅଟକି ରହି ଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
🐮ବୃଷ👉ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟ ରେ ଆୟ ଉତ୍ତମ ହେବ । କର୍ମ ରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରି ପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ
👩‍❤️‍👨ମିଥୁନ👉କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରି ବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମ ରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।
🦀କର୍କଟ👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିର ତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତା ନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ା ବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।
🦁ସିଂହ👉ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
🙎‍♀️କନ୍ୟା👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସର ଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥି ରମନା ହେବେ । ମହିଳା ମାନେ ସ୍ୱାମୀ ଅନୁରକ୍ତା ହେବେ ।
⚖️ତୁଳା👉କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗ ରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ । ମହିଳା ମାନେ ଧାର୍ମିକ କାର୍ଯ୍ୟରେ ଆଗ୍ରହୀ ହେବେ ।
🦂ବିଛା👉ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରି ବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପା ମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
🏹ଧନୁ👉ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧା ବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟ ବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ି ପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।
🐊ମକର👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
🏺କୁମ୍ଭ👉ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।
🐟ମୀନ👉ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ,ସମ୍ମାନ ଓ ସାମାଜିକ ପ୍ରତି ଷ୍ଠାରେ ବୃଦ୍ଧି ଘଟିବ । ବାଣି ଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମ ସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନ ସିକ,ପାରିବାରିକଶାନ୍ତି ଓ ଶାରୀ ରିକ ସୁସ୍ଥତା ଲାଭ କରିବେ ।

!! ସଫଳ ହେବା ପର୍ଯ୍ୟନ୍ତ କୌଣସି ରାସ୍ତା ସିଧା ନ ଥାଏ,ଏହା ନିରାଟ ସତ । କିନ୍ତୁ ଥରେ ସଫଳ ହେବା ପରେ ସ୍ୱୋତଃ ରାସ୍ତା ସବୁ ସିଧା ହୋଇ ଯାଇଥାଏ । ଲୁଣ ଭଳି କଡ଼ା ଜ୍ଞାନ ଦେଉଥୁବା ବ୍ୟକ୍ତି ହିଁ ପ୍ରକୃତ ବନ୍ଧୁ ହୋଇଥାଏ,କାରଣ ଇତି ହାସ ସାକ୍ଷୀ ଅଛି ଲୁଣରେ ଆଜି ଯାଏଁ କେବେ ପୋକ ପଡ଼ିନାହିଁ କି ଭବିଷ୍ୟତରେ କେବେ ପଡିବ ନାହିଁ !🙏🏻ଜୟଜଗନ୍ନାଥ,ଜୟ ସୋମ ନାଥ,ଜୟହନୁମାନ🙏🏻

Leave A Reply

Your email address will not be published.