ଆଜିଠୁ ମାଟ୍ରିକ ପରୀକ୍ଷା

0 381

 

ଭୁବନେଶ୍ୱର,୨୯/୪(ଏସ ଏସ ନିଉଜ) ଆଜି ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି।ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୮୫ ହଜାରରୁ ଅଧିକ ଛାତ୍ରଛାତ୍ରୀ।୩ ହଜାର ୫୪୦ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ଏହି ଛାତ୍ରଛାତ୍ରୀ।ପ୍ରଥମ ଦିନରେ ଇଂରାଜୀ ପରୀକ୍ଷା ରହିଥିବା ବେଳେ ସକାଳ ୮ଟାରୁ ୧୦ଟା ପର୍ଯ୍ୟନ୍ତ ସିଟିଂ ରହିଛି ।

Leave A Reply

Your email address will not be published.